Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା: ୯ ଟି ଜିଲ୍ଲାକୁ ଅରେଞ୍ଜ ଏବଂ ୧୬ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆଜିର ଖବର

ରାଜ୍ୟରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା: ୯ ଟି ଜିଲ୍ଲାକୁ ଅରେଞ୍ଜ ଏବଂ ୧୬ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

July 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି। ଆସନ୍ତାକାଲି ସକାଳ ୮ ଟା ୩୦ ପର୍ଯ୍ୟନ୍ତ ୯ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏନେଇ ସତର୍କ ସୁଚାନା ଜାରି କରିଛି।

ନୂଆପଡା, ବଲାଙ୍ଗୀରି, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ, ସୁନ୍ଦରଗଡ ଏବଂ କେନ୍ଦୁଝର ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

ସେହିଭଳି ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ୧୬ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରପଡା, ଯାଜପୁର, ଭଦ୍ରକ, ବାଲେଶ୍ଵର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ ନେଇ ସତର୍କ ସୂଚନା ଦିଆଯାଇଛି।

ଅତି ପ୍ରବଳ ବର୍ଷା ଅରେଞ୍ଜ ୱାର୍ଣ୍ଣିଂ ପ୍ରବଳ ବର୍ଷା ୟେଲୋ ୱାର୍ଣ୍ଣିଂ
Share. Facebook Twitter LinkedIn Email WhatsApp Copy Link

Related Posts

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026
Latest News

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.