Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ୩୯ ହଜାର ୯୭ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ୩୯ ହଜାର ୯୭ ଆକ୍ରାନ୍ତ ଚିହ୍ନଟ

July 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୯ ହଜାର ୯୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୫୪୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୩ ଲକ୍ଷ ୩୮ ହଜାର ୧୫୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୦ ହଜାର ୧୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୫ ଲକ୍ଷ ୩ ହଜାର ୧୬୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୮ ହଜାର ୯୭୭ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ଶିକ୍ଷା ବ୍ୟବସ୍ଥାକୁ ଧ୍ୱଂସ ମୁହାଁକୁ ଠେଲି ଦେଇଛି ଡବଲ ଇଞ୍ଜିନ୍ ସରକାର: ସି.ପି.ଆଇ.(ଏମ୍)

June 17, 2026

ମମତା ବାନାର୍ଜୀଙ୍କୁ ବଡ଼ ସୁଯୋଗ ଦେଲେ ବାଚସ୍ପତି!: ଏବେ ବିଭାଜନରୁ ବଞ୍ଚିପାରିବ କି ଟିଏମସି?

June 17, 2026

ଆଫଗାନିସ୍ତାନକୁ ପରାସ୍ତ କରି ୧୦୧ ରନ୍ ରେ ଜିତିଲା ଭାରତ

June 17, 2026

ଆଫଗାନିସ୍ତାନ ବିପକ୍ଷରେ ଇତିହାସ ରଚିଲେ ଇଶାନ କିଶାନ

June 17, 2026
Latest News

ଓଡିଶାରେ ସିଙ୍ଗାପୁର’ର ନିବେଶ ପ୍ରସ୍ତାବ ଗୁଡ଼ିକ କାର୍ଯ୍ୟକାରୀ କରିବା ପାଇଁ ଗଠନ ହେବ SEM

June 17, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ବାତିଲ ହେଲା ଟ୍ରେନ

June 17, 2026

ଓଡ଼ିଶାର ଶିକ୍ଷା ବ୍ୟବସ୍ଥାକୁ ଧ୍ୱଂସ ମୁହାଁକୁ ଠେଲି ଦେଇଛି ଡବଲ ଇଞ୍ଜିନ୍ ସରକାର: ସି.ପି.ଆଇ.(ଏମ୍)

June 17, 2026

ମମତା ବାନାର୍ଜୀଙ୍କୁ ବଡ଼ ସୁଯୋଗ ଦେଲେ ବାଚସ୍ପତି!: ଏବେ ବିଭାଜନରୁ ବଞ୍ଚିପାରିବ କି ଟିଏମସି?

June 17, 2026

ଆଫଗାନିସ୍ତାନକୁ ପରାସ୍ତ କରି ୧୦୧ ରନ୍ ରେ ଜିତିଲା ଭାରତ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.