Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ପଦବୀରୁ ଇସ୍ତଫା ଦେଲେ ବି.ଏସ.ୟେଦିୟୁରପ୍ପା
ଆଜିର ଖବର

କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ପଦବୀରୁ ଇସ୍ତଫା ଦେଲେ ବି.ଏସ.ୟେଦିୟୁରପ୍ପା

July 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କର୍ଣ୍ଣାଟକ ରାଜନୀତିରେ ପୁଣିଥରେ ହଲଚଲ ଦେଖିବାକୁ ମିଳିଛି। ଆଜି ବି.ଏସ.ୟେଦିୟୁରପ୍ପା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦବୀରୁ ଇସ୍ତଫା ଦେଇଛନ୍ତି। ୟେଦିୟୁରପ୍ପା ନିଜେ ମୁଖ୍ୟମନ୍ତ୍ରୀ ପଦବୀରୁ ଇସ୍ତଫା ଦେଇଥିବା ଘୋଷଣା କରିଛନ୍ତି। ସେ ଇସ୍ତଫା ଏମିତି ସମୟରେ ଦେଇଛନ୍ତି, ଯେଉଁ ସମୟରେ କର୍ଣ୍ଣାଟକରେ ବିଜେପି ସରକାର ଗଠନ କରିବାର ଦୁଇ ବର୍ଷ ପୂରଣ ହୋଇଛି।

ତେବେ ଏହା ପରେ ବିଜେପି କାହାକୁ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ଵ ଦେବ, ତାହା ଦେଖିବା ବାକି ରହିଲା। ଇସ୍ତଫା ଦେବା ପରେ ୟେଦିୟୁରପ୍ପା କହିଛନ୍ତି ଯେ, ମୋତେ କର୍ଣ୍ଣାଟକ ଲୋକଙ୍କ ପାଇଁ ସେବା କରିବାର ଅଛି। ଆମ ଅମସ୍ତଙ୍କୁ କଠିନ ପରିଶ୍ରମ ଦ୍ଵାରା ଲୋକଙ୍କ ସେବା କରିବା ଆବଶ୍ୟକ।

ଇସ୍ତଫା ଦେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026
Latest News

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.