Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏହି ତାରିଖରେ ହେବ ଜେଇଇ ଆଡଭାନ୍ସ ପରୀକ୍ଷା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଲେ ସୂଚନା
ଆଜିର ଖବର

ଏହି ତାରିଖରେ ହେବ ଜେଇଇ ଆଡଭାନ୍ସ ପରୀକ୍ଷା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଲେ ସୂଚନା

July 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଚଳିତ ବର୍ଷର ଜେଇଇ ଆଡଭାନ୍ସ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଅକ୍ଟୋବର ୩ ତାରିଖରେ ଜେଇଇ ଆଡଭାନ୍ସ ପରୀକ୍ଷା ହେବା ନେଇ ଘୋଷଣା ହୋଇଛି। କୋଭିଡ ଗାଇଡଲାଇନ ଅନୁଯାୟୀ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଆଇଆଇଟିରେ ନାମ ଲେଖା ପାଇଁ ଜେଇଇ ଆଡଭାନ୍ସଡ ପରୀକ୍ଷା ହେବ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।

ଆଇଆଇଟି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଜେଇଇ ଆଡଭାନ୍ସ ପରୀକ୍ଷା ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026

ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 24, 2026
Latest News

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026

କାହାକୁ ଅଧିକ କାମୁଡ଼େ ମଶା? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ

August 24, 2026

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026

ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.