Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର: ରାଜ୍ୟ ସରକାରଙ୍କ ବସୁଧା ଯୋଜନାକୁ ଉପହାସ, ବୋରିଂ ପାଇପରେ ବନ୍ଧା ହେଉଛନ୍ତି ଗୋରୁ
ଆଜିର ଖବର

ବାଣପୁର: ରାଜ୍ୟ ସରକାରଙ୍କ ବସୁଧା ଯୋଜନାକୁ ଉପହାସ, ବୋରିଂ ପାଇପରେ ବନ୍ଧା ହେଉଛନ୍ତି ଗୋରୁ

July 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନନ୍ଦପୁର ପଞ୍ଚାୟତରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଉକ୍ତ ପଞ୍ଚାୟତ ଅନ୍ତର୍ଗତ ଅନ୍ତରକିଆରୀ ଗ୍ରାମରେ ତିନି ମାସ ପୂର୍ବେ ଏକ ନଳକୂପ ଖୋଳାଯାଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ତାହା କାର୍ଯ୍ୟକ୍ଷମ ହୋଇପାରୁନାହିଁ।  ଉକ୍ତ ସ୍ଥଳରେ କେବଳ ବୋରିଂ କରି ଛାଡିଦିଆଯାଇଛି। ଯାହା ଫଳରେ ଉକ୍ତ ବୋରିଂ ପାଇପ କୁ ଗ୍ରାମବାସୀ ମାନେ ଗୋରୁଙ୍କୁ ବାନ୍ଧିବା ନିମନ୍ତେ ଖୁଣ୍ଟ ହିସାବରେ ବ୍ୟବହାର କରୁଛନ୍ତି।

ରାଜ୍ୟ ସରକାର ପାନୀୟ ଜଳ ପାଇଁ ଏକାଧିକ ଯୋଜନା ପ୍ରଣୟନ କରୁଥିବା ବେଳେ ଏହାର ସଫଳ ରୂପାୟନ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ଗ୍ରୀଷ୍ମ ଦିନେ ନଳକୂପ ଖୋଳାଯାଇଥିବା ବେଳେ ବର୍ଷା ଦିନ ଆସିଲାଣି ତଥାପି ସରକାରୀ ବାବୁମାନଙ୍କ ଅବା ସରପଞ୍ଚଙ୍କ ନିଦ ଭାଙ୍ଗୁନାହିଁ। ପାଣି ପାଇଁ ଗ୍ରାମବାସୀ ମାନେ ଡହଳ ବିକଳ ହେଉଥିବାବେଳେ ଗ୍ରାମରେ ଥିବା ଏକମାତ୍ର ନଳକୂପ ପୋତି ହୋଇଗଲାଣି। ଏବଂ ନୂଆ ନଳକୂପର କେବଳ ଚ୍ଛାଞ୍ଚ ପଡ଼ିଛି ସିନା ହେଲେ ପୂର୍ଣ୍ଣାଙ୍ଗ ହୋଇପାରୁନାହିଁ।

ପାଣି ପାଇଁ ଗ୍ରାମବାସୀ ମାନେ ଦୂର ଦୁରାନ୍ତ ତଥା ବିପଦପୂର୍ଣ ରାସ୍ତା ଅତିକ୍ରମ କରି ଯାଉଛନ୍ତି।  ଏ ନେଇ ଆମ ପ୍ରତିନିଧି ନନ୍ଦପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ବାଣପୁର ବ୍ଲକ ଆର.ଡବ୍ଲୁ.ଏସ.ଏସ କନିଷ୍ଠ ଯନ୍ତ୍ରୀଙ୍କୁ ଯୋଗାଯୋଗ କରିବାରୁ ଉଭୟ ନଳକୂପ ସ୍ଥାପନର ବିଳମ୍ବ ଲାଗି ପରସ୍ପରକୁ ଦାୟୀ କରିଥିଲେ।

ପରିଶେଷରେ କାର୍ଯ୍ୟନିର୍ବାହୀ ଅଧିକାରୀ ଆଗାମୀ ଦିନେ ଦୁଇ ଦିନ ମଧ୍ୟରେ ସମ୍ପୃକ୍ତ ସ୍ଥାନରେ ନଳକୂପ ବସାଯିବ ବୋଲି ସୂଚନା ଦେଇଛନ୍ତି। ତେବେ ଗ୍ରୀଷ୍ମ ଋତୁରେ ବସିଥିବା ନଳକୂପ ଯଦି ବର୍ଷା ଋତୁ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରୁନି ତେବେ ଏଥିପାଇଁ କିଏ ଉତ୍ତରଦାୟୀ ରହିବ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ନନ୍ଦପୁର ପଞ୍ଚାୟତ ବସୁଧା ଯୋଜନା ବାଣପୁର ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ : ବାଚସ୍ପତି

September 19, 2026

ତିଗିରିଆ ଆଦିବାସୀ ଆଶ୍ରମ ବିଦ୍ୟାଳୟରେ ବ୍ରିକ୍‍-ଆଇଏଲ୍‌ଏସ୍ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଆୟୋଜିତ

September 19, 2026

ଜମି ଦେବାକୁ କହି କୋଟିଏ ଟଙ୍କା ଠକେଇ, କର୍ପୋରେଟର ସତ୍ୟରାମ ସାହୁ ଗିରଫ

September 19, 2026
Latest News

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026

ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ : ବାଚସ୍ପତି

September 19, 2026

ତିଗିରିଆ ଆଦିବାସୀ ଆଶ୍ରମ ବିଦ୍ୟାଳୟରେ ବ୍ରିକ୍‍-ଆଇଏଲ୍‌ଏସ୍ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଆୟୋଜିତ

September 19, 2026

“ପରିବେଶ ଓ ଜଳବାୟୁ ଗତିଶୀଳତାର ଭବିଷ୍ୟତ” ଶୀର୍ଷକ ଅନ୍ତର୍ଜାତୀୟ ସମ୍ମିଳନୀର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.