Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୫ ହଜାର ୭୦୩ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୫ ହଜାର ୭୦୩ କୁ ବୃଦ୍ଧି

July 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୭୦୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ ଜିଲ୍ଲାରୁ ୧୦ ଜଣ, ଅନୁଗୁଳ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୫ ଜଣ, ବରଗଡ, ପୁରୀ, ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, କନ୍ଧମାଳ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବଲାଙ୍ଗୀରି ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଜଗତସିଂହପୁର, ମାଳାକାନଗିରି, ନୟାଗଡ, ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୨ ହଜାର ୫୧୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୪୯ ହଜାର ୩୫୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୭ ହଜାର ୪୧୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୭୦୩ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିର ବଡ଼ ଘୋଷଣା: ଉତ୍ତରାଖଣ୍ଡରୁ ଦିନେଶ ଆର୍ଯ୍ୟ, ପଶ୍ଚିମବଙ୍ଗରୁ କୋୟଲ ମଲ୍ଲିକଙ୍କୁ ଟିକେଟ୍

October 4, 2026

ବ୍ରହ୍ମଗିରିରେ ଗୁଳିକାଣ୍ଡ: ପାରିବାରିକ ବିବାଦରୁ ସମ୍ପର୍କୀୟ ଭାଇଙ୍କୁ ଗୁଳିମାଡ଼, ଗୁରୁତର ଯୁବକ ଭୁବନେଶ୍ୱର ସ୍ଥାନାନ୍ତର

October 4, 2026

ସ୍ତ୍ରୀ ଆଖି ଆଗରେ ଚାଲିଗଲା ସ୍ୱାମୀଙ୍କ ଜୀବନ, ପିକଅପ୍ ଭ୍ୟାନ୍ ଧକ୍କାରେ ମୃତ୍ୟୁ

October 4, 2026

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେପିର ତତ୍ପରତା: ଜନସମ୍ପର୍କ ଓ ସାଂଗଠନିକ ସମନ୍ୱୟ ଉପରେ ଡି. ପୁରନ୍ଦେଶ୍ୱରୀଙ୍କ ଗୁରୁତ୍ୱ

October 4, 2026
Latest News

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିର ବଡ଼ ଘୋଷଣା: ଉତ୍ତରାଖଣ୍ଡରୁ ଦିନେଶ ଆର୍ଯ୍ୟ, ପଶ୍ଚିମବଙ୍ଗରୁ କୋୟଲ ମଲ୍ଲିକଙ୍କୁ ଟିକେଟ୍

October 4, 2026

ବ୍ରହ୍ମଗିରିରେ ଗୁଳିକାଣ୍ଡ: ପାରିବାରିକ ବିବାଦରୁ ସମ୍ପର୍କୀୟ ଭାଇଙ୍କୁ ଗୁଳିମାଡ଼, ଗୁରୁତର ଯୁବକ ଭୁବନେଶ୍ୱର ସ୍ଥାନାନ୍ତର

October 4, 2026

ସ୍ତ୍ରୀ ଆଖି ଆଗରେ ଚାଲିଗଲା ସ୍ୱାମୀଙ୍କ ଜୀବନ, ପିକଅପ୍ ଭ୍ୟାନ୍ ଧକ୍କାରେ ମୃତ୍ୟୁ

October 4, 2026

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେପିର ତତ୍ପରତା: ଜନସମ୍ପର୍କ ଓ ସାଂଗଠନିକ ସମନ୍ୱୟ ଉପରେ ଡି. ପୁରନ୍ଦେଶ୍ୱରୀଙ୍କ ଗୁରୁତ୍ୱ

October 4, 2026

ବିମାନ ଆକ୍ରମଣ ଏଡ଼ାଇଥିବା ଭାରତୀୟ ପାଇଲଟଙ୍କ ସହ କଥା ହେଲେ ନେତନ୍ୟାହୁ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.