Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧ ହଜାର ୬୯୯ ଆକ୍ରାନ୍ତ: କଟକରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧ ହଜାର ୬୯୯ ଆକ୍ରାନ୍ତ: କଟକରୁ ସର୍ବାଧିକ

July 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧ ହଜାର ୬୯୯  ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ୨୩୪, ଖୋର୍ଦ୍ଧାରୁ ୨୧୨, ଅନୁଗୁଳରୁ ୧୫୭, ବାଲେଶ୍ବରରୁ ୧୫୦, ଯାଜପୁରରୁ ୧୧୩, ପୁରୀରୁ ୧୦୨, ଜଗତସିଂହପୁରରୁ ୧୦୦, ମୟୂରଭଞ୍ଜରୁ ୮୪, ଭଦ୍ରକରୁ ୭୪, କେନ୍ଦ୍ରାପଡାରୁ ୭୨, ନୟାଗଡରୁ ୫୯, ଢେଙ୍କାନାଳରୁ ୫୨, କେନ୍ଦୁଝରରୁ ୩୮, ସମ୍ବଲପୁରରୁ ୨୯, ରାୟଗଡାରୁ ୨୪, ସୁନ୍ଦରଗଡରୁ ୨୨, ମାଲକାନଗିରିରୁ ୧୯, ନବରଙ୍ଗପୁରରୁ ୧୬, କୋରାପୁଟରୁ ୧୫, ବରଗଡରୁ ୧୩, ଗଞ୍ଜାମରୁ ୧୨, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୧୦, ଗଜପତିରୁ ୮, ସୋନପୁରରୁ ୮, ବୌଦ୍ଧରୁ ୬, ଦେବଗଡରୁ ୬, ବଲାଙ୍ଗୀରିରୁ ୫, ନୂଆପଦରୁ ୩, ଝାରସୁଗୁଡାରୁ ୧ ଏବଂ ଷ୍ଟେଟ ପୁଲରୁ ୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୫୧ ହଜାର ୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୨ ହଜାର ୫୧୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୪୯ ହଜାର ୩୫୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୫ ହଜାର ୭୧୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୭୦୩ କୁ ବୃଦ୍ଧି ହୋଇଛି।

କଟକରୁ ସର୍ବାଧିକ କରୋନା ଆକ୍ରାନ୍ତ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026

ଶ୍ରୀଲଙ୍କା: ବୁଡ଼ିଯାଇଥିବା ଇରାନୀ ଯୁଦ୍ଧଜାହାଜରୁ ନୌସୈନିକଙ୍କ ମୃତଦେହ ଉଦ୍ଧାର

March 5, 2026

ହୋଲି ପର୍ବକୁ ବର୍ଜନ କଲେ ଠିକାଦାର ସଂଘ: ୧୨ ଦିନ ହେଲା ଆନ୍ଦୋଳନ ଜାରି

March 5, 2026

ଆଜି ମାର୍ଚ୍ଚ ୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 5, 2026
Latest News

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026

ଶ୍ରୀଲଙ୍କା: ବୁଡ଼ିଯାଇଥିବା ଇରାନୀ ଯୁଦ୍ଧଜାହାଜରୁ ନୌସୈନିକଙ୍କ ମୃତଦେହ ଉଦ୍ଧାର

March 5, 2026

ହୋଲି ପର୍ବକୁ ବର୍ଜନ କଲେ ଠିକାଦାର ସଂଘ: ୧୨ ଦିନ ହେଲା ଆନ୍ଦୋଳନ ଜାରି

March 5, 2026

ଆଜି ମାର୍ଚ୍ଚ ୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 5, 2026

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.