Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୫୫୮ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୫୫୮ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

July 30, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧ ହଜାର ୫୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୯୦୪ ଜଣ ଚିହ୍ନଟ ହୋଇଥିବା ବେଳେ ୬୫୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୫ ହଜାର ୬୯୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୫୩ ହଜାର ୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୭ ହଜାର ୨୬୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୫ ହଜାର ୭୬୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୧ ହଜାର ୫୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪୭୯ ଜଣ, କଟକ ଜିଲ୍ଲାରୁ ୨୪୧ ଜଣ, ଅନୁଗୁଳ ଜିଲ୍ଲାରୁ ୮୦ ଜଣ, ବାଲେଶ୍ଵର ଜିଲ୍ଲାରୁ ୯୭ ଜଣ, ବରଗଡ ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୪୨ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୦ ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ, ଦେବଗଡ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୩ ଜଣ, ଗଞ୍ଜାମ ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୬୭ ଜଣ, ଯାଜପୁର ଜିଲ୍ଲାରୁ ୭୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୮ ଜଣ, କନ୍ଧମାଳ ଜିଲ୍ଲାରୁ ୧୮ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩୫ ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମାଲକାନାଗିରି ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪୧ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ ଜଣ, ନୟାଗଡ ଜିଲ୍ଲାରୁ ୨୫ ଜଣ, ନୂଆପଡା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୮୨ ଜଣ, ରାୟଗଡା ଜିଲ୍ଲାରୁ ୮ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ ଜଣ, ସୋନପୁର ଜିଲ୍ଲାରୁ ୮ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୮ ଜଣ ଏବଂ ଷ୍ଟେଟ ପୁଲରୁ ୧୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

୯ ମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଯୋଗଦେଲେ ଡିଜିପି

April 7, 2026
Latest News

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

୯ ମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଯୋଗଦେଲେ ଡିଜିପି

April 7, 2026

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.