Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୪୪ ହଜାର ୨୩୦ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୪୪ ହଜାର ୨୩୦ ଆକ୍ରାନ୍ତ ଚିହ୍ନଟ

July 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୪ ହଜାର ୨୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୫୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୫ ଲକ୍ଷ ୭୮ ହଜାର ୯୫୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୩ ହଜାର ୨୧୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୭ ଲକ୍ଷ ୪୩ ହଜାର ୯୭୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୫ ହଜାର ୧୫୫ ଆକ୍ଟିଭ୍‌ କେସ୍ ରହିଛି।

କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ସୋନିଆ ଗାନ୍ଧୀଙ୍କ ପୁସ୍ତକରେ ନାଁ ଉଲ୍ଲେଖକୁ ନେଇ କ୍ଷୁବ୍ଧ ଆନ୍ନା ହଜାରେ: ଦେଲେ କଡ଼ା ପ୍ରତିକ୍ରିୟା

November 11, 2026

ମର୍ଣ୍ଣିଂ ୱାକ୍ ବେଳେ ତଳେ ପଡ଼ିଗଲେ ଧନଖଡ଼!: AIIMS ରେ ଭର୍ତ୍ତି

November 11, 2026

ଜଳବାୟୁ ପରିବର୍ତ୍ତନ ମୁକାବିଲାରେ ବିଶ୍ୱସ୍ତରରେ ନେତୃତ୍ୱ ନେଇଛି ଭାରତ: ଡ. ମିଶ୍ର

November 11, 2026

ଆସନ୍ତା ୧୪ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ୨ ଫର୍ମପୂରଣ ଅବଧି

November 11, 2026
Latest News

ସୋନିଆ ଗାନ୍ଧୀଙ୍କ ପୁସ୍ତକରେ ନାଁ ଉଲ୍ଲେଖକୁ ନେଇ କ୍ଷୁବ୍ଧ ଆନ୍ନା ହଜାରେ: ଦେଲେ କଡ଼ା ପ୍ରତିକ୍ରିୟା

November 11, 2026

ମର୍ଣ୍ଣିଂ ୱାକ୍ ବେଳେ ତଳେ ପଡ଼ିଗଲେ ଧନଖଡ଼!: AIIMS ରେ ଭର୍ତ୍ତି

November 11, 2026

ଜଳବାୟୁ ପରିବର୍ତ୍ତନ ମୁକାବିଲାରେ ବିଶ୍ୱସ୍ତରରେ ନେତୃତ୍ୱ ନେଇଛି ଭାରତ: ଡ. ମିଶ୍ର

November 11, 2026

ଆସନ୍ତା ୧୪ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ୨ ଫର୍ମପୂରଣ ଅବଧି

November 11, 2026

ଗଞ୍ଜାମ ବନ୍ୟା ମନୁଷ୍ୟକୃତ ନୁହେଁ, ପ୍ରବଳ ବର୍ଷା ଯୋଗୁଁ ଫ୍ଲାସ୍ ଫ୍ଲଡ୍: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ

November 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.