Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଅପରାହ୍ନ ୨ ଟାରେ ପ୍ରକାଶ ପାଇବ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳାଫଳ: ଏହି ୱେବସାଇଟ୍ ରେ ହେବ ସିଧା ପ୍ରସାରଣ
ଆଜିର ଖବର

ଆଜି ଅପରାହ୍ନ ୨ ଟାରେ ପ୍ରକାଶ ପାଇବ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳାଫଳ: ଏହି ୱେବସାଇଟ୍ ରେ ହେବ ସିଧା ପ୍ରସାରଣ

July 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
CBSE Exam
ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

ନୂଆଦିଲ୍ଲୀ: ଆଜି ଅପରାହ୍ନ ୨ ଟାରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳାଫଳ ପ୍ରକାଶ କରିବାକୁ ଯାଉଛି। ବୋର୍ଡ ଅଧିକାରୀ ଏନେଇ ସୂଚନା ଦେଇଛନ୍ତି। ପରୀକ୍ଷା ଫଳ ଘୋଷଣା ହେବା ପରେ ଅଫିସିଆଲ୍ ୱେବସାଇଟ୍ cbseresults.nic.in ରେ ସିଧା ପ୍ରସାରଣ କରାଯିବ।

କରୋନା ବିପଦକୁ ଦୃଷ୍ଟିରେ ରଖି ବୋର୍ଡ ଚଳିତ ବର୍ଷ ପରୀକ୍ଷାକୁ ବାତିଲ କରିଦେଇଥିଲା ଏବଂ ପୂର୍ବ ପରୀକ୍ଷାର ଫଳାଫଳ ଆଧାରରେ ମୂଲ୍ୟାୟନ କରାଯାଇଛି। ଦ୍ୱାଦଶ ଫଳାଫଳ ପ୍ରକାଶ କରିବାର ଶେଷ ତାରିଖ ଭାବରେ ସୁପ୍ରିମକୋର୍ଟ ଜୁଲାଇ ୩୧ ସ୍ଥିର କରିଥିଲେ। ବୋର୍ଡ ବର୍ତ୍ତମାନ ଦ୍ୱାଦଶ ଫଳାଫଳ ପ୍ରଥମେ ପ୍ରକାଶ କରୁଛି ଏବଂ ଦଶମ ଫଳାଫଳ ପରେ ପ୍ରକାଶ କରିବ।

ଛାତ୍ରଛାତ୍ରୀମାନେ ଡିଜିଲୋକର୍, UMANG ଆପ୍ ଏବଂ ଅନ୍ୟାନ୍ୟ ପ୍ଲାଟଫର୍ମରେ ସେମାନଙ୍କର ଫଳାଫଳ ଯାଞ୍ଚ କରିପାରିବେ।

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ୱେବସାଇଟ୍ ସିଧା ପ୍ରସାରଣ ସିବିଏସଇ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026

ଖେଲୋ ଇଣ୍ଡିଆ ଆଦିବାସୀ ପ୍ରତିଯୋଗିତାରେ ସଫଳତା ପାଇଁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

March 29, 2026

ଭୁବନେଶ୍ୱରରେ ନୂତନ ‘ସ୍କୋଡା କୁଶାକ୍’ର ସ୍ୱତନ୍ତ୍ର ପ୍ରଦର୍ଶନ

March 29, 2026
Latest News

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026

ଖେଲୋ ଇଣ୍ଡିଆ ଆଦିବାସୀ ପ୍ରତିଯୋଗିତାରେ ସଫଳତା ପାଇଁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

March 29, 2026

ଭୁବନେଶ୍ୱରରେ ନୂତନ ‘ସ୍କୋଡା କୁଶାକ୍’ର ସ୍ୱତନ୍ତ୍ର ପ୍ରଦର୍ଶନ

March 29, 2026

ପାଟଣାଗଡ଼ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.