Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୮୯: ସୁସ୍ଥ ହେଲେ ୨୩୨ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୮୯: ସୁସ୍ଥ ହେଲେ ୨୩୨ କରୋନା ଆକ୍ରାନ୍ତ

July 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୮୯ ଆକ୍ରାନ୍ତଙ୍କ ମଧ୍ୟରୁ ୯୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୯୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ ହଜାର ୫୦୯ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୨୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୬ ହଜାର ୩୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୩୧୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୭୯୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

କ୍ରେଡିଟ୍ କାର୍ଡରେ ମାତ୍ର ୪୬ ପଇସା କମିବାରୁ ୧୨୦୦ ଟଙ୍କା ଜରିମାନା: ବିଜେପି ନେତାଙ୍କ ଅଭିଯୋଗ

August 19, 2026

ଏଆଇ ଚମକାଇଲା ଏହି ଦେଶର ଭାଗ୍ୟ!: ପ୍ରତ୍ୟେକ ନାଗରିକଙ୍କୁ ମିଳିବ ନଗଦ ୨୬ ହଜାର ଟଙ୍କା

August 19, 2026

ପୁଣି ବଢିଲା ସୁନା ଓ ରୂପା ମୂଲ୍ୟ: ଯାଞ୍ଚ କରନ୍ତୁ ଆଜିର ଦର

August 19, 2026

କାର ସହିତ ମାସିକ ଭତ୍ତା ୧ ଲକ୍ଷ: ବିଧାୟକମାନଙ୍କୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ଼ ଉପହାର

August 19, 2026
Latest News

କ୍ରେଡିଟ୍ କାର୍ଡରେ ମାତ୍ର ୪୬ ପଇସା କମିବାରୁ ୧୨୦୦ ଟଙ୍କା ଜରିମାନା: ବିଜେପି ନେତାଙ୍କ ଅଭିଯୋଗ

August 19, 2026

ଏଆଇ ଚମକାଇଲା ଏହି ଦେଶର ଭାଗ୍ୟ!: ପ୍ରତ୍ୟେକ ନାଗରିକଙ୍କୁ ମିଳିବ ନଗଦ ୨୬ ହଜାର ଟଙ୍କା

August 19, 2026

ପୁଣି ବଢିଲା ସୁନା ଓ ରୂପା ମୂଲ୍ୟ: ଯାଞ୍ଚ କରନ୍ତୁ ଆଜିର ଦର

August 19, 2026

କାର ସହିତ ମାସିକ ଭତ୍ତା ୧ ଲକ୍ଷ: ବିଧାୟକମାନଙ୍କୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ବଡ଼ ଉପହାର

August 19, 2026

ଆଜି ହକି ବିଶ୍ୱକପରେ ଭାରତ-ପାକିସ୍ତାନ ମହା ମୁକାବିଲା: ଜାଣନ୍ତୁ ସେମିଫାଇନାଲ ସମୀକରଣ

August 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.