Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅବସରପ୍ରାପ୍ତ କର୍ମଚାରୀଙ୍କୁ ବର୍ଦ୍ଧିତ ୧୧% ମହଙ୍ଗା ଭତ୍ତା ଯୋଗାଇ ଦେବାକୁ ଦାବି
ଆଜିର ଖବର

ଅବସରପ୍ରାପ୍ତ କର୍ମଚାରୀଙ୍କୁ ବର୍ଦ୍ଧିତ ୧୧% ମହଙ୍ଗା ଭତ୍ତା ଯୋଗାଇ ଦେବାକୁ ଦାବି

July 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଟଳ ପେନସନ ଯୋଜନାର ଅବଧି ବୃଦ୍ଧି ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି
ଅଟଳ ପେନସନ ଯୋଜନାର ଅବଧି ବୃଦ୍ଧି ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶାର ଅବସରପ୍ରାପ୍ତ କର୍ମଚାରୀ ସଂଘ ତରଫରୁ ବର୍ଦ୍ଧିତ ୧୧% ମହଙ୍ଗା ଭତ୍ତା ଦେବାକୁ ଅନୁରୋଧ କରାଯାଇଛି। ଅବସରପ୍ରାପ୍ତ କର୍ମଚାରୀମାନେ ସମସ୍ତେ ୬୦ ବର୍ଷରୁ ଉର୍ଦ୍ଧ୍ୱ ଅତିକ୍ରମ କରିଥିବାରୁ ସେମାନଙ୍କୁ ବରିଷ୍ଠ ନାଗରିକ ଭାବରେ ବିବେଚନା କରାଯାଏ। ପ୍ରାୟ ସମସ୍ତେ ମଧୁମେହ ଓ ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ତଥା ମହାମାରୀ କରୋନା ରୋଗରେ ସଂକ୍ରମିତ ହୋଇ ଦୁର୍ଦ୍ଦିନର ସମ୍ମୁଖୀନ ହେଉଛନ୍ତି।

ଏପରିକି ସ୍ୱଳ୍ପ ବେତନଭୋଗୀ କର୍ମଚାରୀମାନେ ଦରଦାମ ବୃଦ୍ଧି ହେତୁ ଭୋକ ଉପାସରେ କାଳାତିପାତ କରୁଛନ୍ତି। ଇତି ମଧ୍ୟରେ କେନ୍ଦ୍ର ସରକାର ଅବସରପ୍ରାପ୍ତ କର୍ମଚାରୀମାନଙ୍କୁ ୧୧% ମହଙ୍ଗା ଭତ୍ତା ପ୍ରଦାନ କରିସାରିଛନ୍ତି। ତେଣୁ ଆମ୍ଭମାନଙ୍କୁ ଅନୁକମ୍ପା ରାଶି ପ୍ରଦାନ ପୂର୍ବକ ଓଡ଼ିଶା ସରକାର ଆମ୍ଭର ଦାବିବୁ ବିଚାରକୁ ନେଇ ଆମ୍ଭଙ୍କୁ ୧୧% ମହଙ୍ଗା ଭତ୍ତା ପ୍ରଦାନ କରିବାକୁ ସଂଘ ତରଫରୁ ସଭାପତି ବିଶ୍ୱନାଥ ମହାନ୍ତି ନିବେଦନ କରାଯାଇଛି।

ଅବସରପ୍ରାପ୍ତ କର୍ମଚାରୀ ସଂଘ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓଡିଶା ମହଙ୍ଗା ଭତ୍ତା
Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.