Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୪୧ ହଜାର ୬୪୯ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୪୧ ହଜାର ୬୪୯ ଆକ୍ରାନ୍ତ ଚିହ୍ନଟ

July 31, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୧ ହଜାର ୬୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୬ ଲକ୍ଷ ୨୦ ହଜାର ୬୦୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୩ ହଜାର ୮୧୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୭ ଲକ୍ଷ ୮୧ ହଜାର ୨୬୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୮ ହଜାର ୯୨୦ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୧ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ଆର୍ଥିକ ଲାଭ ସମ୍ଭାବନା

August 1, 2026

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026
Latest News

ଅଗଷ୍ଟ ୧ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ଆର୍ଥିକ ଲାଭ ସମ୍ଭାବନା

August 1, 2026

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.