Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଙ୍ଗାପୁର ଓପନ୍‌: ସେମିରେ ସିନ୍ଧୁ, ସାଇନା ବିଦା
ଆଜିର ଖବର

ସିଙ୍ଗାପୁର ଓପନ୍‌: ସେମିରେ ସିନ୍ଧୁ, ସାଇନା ବିଦା

April 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସିଙ୍ଗାପୁର ଓପନରେ ଭାରତୀୟ ସଟଲରଙ୍କୁ ଆଜିର ଦିନରେ ମିଶ୍ରିତ ଫଳ ମିଳିଛି । ଭାରତୀୟ ସଟଲର ପିଭି ସିନ୍ଧୁ ନିଜ ମୁକାବିଲାରେ ବିଜୟୀ ହୋଇ ସେମି ଫାଇନାଲ୍‌ରେ ପହଞ୍ଚିଥିବା ବେଳେ ସାଇନା ନେହ୍ବାଲ ପରାଜୟ ସହିତ ଟୁର୍ଣ୍ଣାମେଣ୍ଟରୁ ବିଦାୟ ନେଇଛନ୍ତି । ରିଓ ଅଲମ୍ପିକ୍ସ ରୌପ୍ୟ ପଦକ ବିଜୟିନୀ ସିନ୍ଧୁ ବିଶ୍ବ ମାନ୍ୟତାରେ 18 ନମ୍ବର ସ୍ଥାନରେ ରହିଥିବା ତଥା ବିଡବ୍ଲୁଏଫ୍‌ ଜୁନିୟର୍‌ ଚାମ୍ପିୟନ୍‌ସିପ୍‌ରେ ବ୍ରାେଞ୍ଜ ପଦକ ବିଜୟିନୀ ଚୀନ୍‌ର କାଇ ୟାନ୍‌ଜାନ୍‌ଙ୍କୁ ପରାସ୍ତ କରିଛନ୍ତି । କାଇ ୟାନ୍‌ଜାନ୍‌ଙ୍କୁ 21-13,17-21 ଏବଂ 21-14 ସେଟ୍‌ରେ ପରାସ୍ତ କରି ସେମି ଫାଇନାଲ୍‌ ସ୍ଥାନ ପକ୍କା କରିଥିଲେ । ସେମିରେ ସିନ୍ଧୁ ପୂର୍ବତନ ବିଶ୍ବ ଚାମ୍ପିୟନ୍‌ ନୋଜୋମି ଓକୁହାରାଙ୍କୁ ଭେଟିବେ । ଅନ୍ୟତମ ଭାରତୀୟ ଖେଳାଳି ସାଇନା ନେହ୍ବାଲ ଦ୍ବିତୀୟ ସିଡ ଜାପାନର ନୋଜୋମି ଓକୁହାରାଙ୍କ ନିକଟରୁ ପରାସ୍ତ ହୋଇଛନ୍ତି । ସାଇନା ସିଧାସଳଖ 21-8, ଏବଂ 21-13ରେ ପରାସ୍ତ ହୋଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆରାବଳୀରେ କୌଣସି କୋହଳ ଦିଆଯାଇନି: ଭୂପିନ୍ଦର ସିଂହ

December 21, 2025

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025

ଏସିଆ କପ ଫାଇନାଲରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ: ପାକିସ୍ତାନ ହେଲା ନୂଆ ଚମ୍ପିୟାନ

December 21, 2025
Latest News

ତୃତୀୟ ଆଶେସ୍ ଟେଷ୍ଟ ପରେ ବହୁତ ବଦଳିଲା WTC ପଏଣ୍ଟ ଟେବୁଲ: ବିପଦପୂର୍ଣ୍ଣ ସ୍ଥିତିରେ ଟିମ୍ ଇଣ୍ଡିଆ

December 21, 2025

ଆରାବଳୀରେ କୌଣସି କୋହଳ ଦିଆଯାଇନି: ଭୂପିନ୍ଦର ସିଂହ

December 21, 2025

ଭିବି- ଜୀ ରାମ ଜୀ ବିଲ୍, ୨୦୨୫କୁ ଅନୁମୋଦନ ପ୍ରଦାନ କଲେ ରାଷ୍ଟ୍ରପତି

December 21, 2025

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.