Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀରେ ଏକଲା ଲଢିବ କଂଗ୍ରେସ, ଖୁବ୍‌ ଶୀଘ୍ର ଘୋଷଣା କରିବ ପ୍ରାର୍ଥୀଙ୍କ ନାମ
ଆଜିର ଖବର

ଦିଲ୍ଲୀରେ ଏକଲା ଲଢିବ କଂଗ୍ରେସ, ଖୁବ୍‌ ଶୀଘ୍ର ଘୋଷଣା କରିବ ପ୍ରାର୍ଥୀଙ୍କ ନାମ

April 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀରେ କଂଗ୍ରେସ ଏକାକୀ ନିର୍ବାଚନ ଲଢିବ । ଦିଲ୍ଲୀରେ ଆମ୍‌ ଆଦ୍‌ମୀ ପାର୍ଟି ସହ ମେଣ୍ଟ କରିବାକୁ ନେଇ କଂଗ୍ରେସ ଆଜି ତା’ର ଉତ୍ତର ରଖିଛି । କଂଗ୍ରେସ ପ୍ରଭାରୀ ପିସି ଚାକୋ ଦିଲ୍ଲୀରେ କଂଗ୍ରେସ ଏକାକୀ ଲଢିବା ନେଇ ସୂଚନା ଦେଇଛନ୍ତି । ଆପ୍ ଦିଲ୍ଲୀ ସହ ଅନ୍ୟ ରାଜ୍ୟରେ ମଧ୍ୟ କଂଗ୍ରେସ ସହ ମେଣ୍ଟ କରିବାକୁ ଚାହୁଁଛି, କିନ୍ତୁ ଅନ୍ୟ ସମସ୍ତ ରାଜ୍ୟରେ ମେଣ୍ଟ କରିବା ସମ୍ଭବପର ନୁହେଁ ବୋଲି କଂଗ୍ରେସ କହିଛି । ସବୁ ରାଜ୍ୟ ଅଲଗା ଓ ସେଠାକାର ସ୍ଥିତି ଭିନ୍ନ ଥିବାର ଆପ୍‌ର ଏହି ପ୍ରସଙ୍ଗରେ ସହମତି କରିପାରିନାହିଁ କଂଗ୍ରେସ । ଏବଂ ଏହା ସହିତ ଦିଲ୍ଲୀରେ ଆପ୍‌-କଂଗ୍ରେସ ମେଣ୍ଟ ସମ୍ଭାବନା ନେଇ ସମସ୍ତ କଳ୍ପନାର ଅନ୍ତ ଘଟିଛି । ଖୁବ୍‌ ଶୀଘ୍ର କଂଗ୍ରେସ ଦିଲ୍ଲୀର ୭ ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିବ । ପୂର୍ବରୁ ଆପ୍‌ ସହ ମେଣ୍ଟକୁ ନେଇ ଶିଲା ଦୀକ୍ଷିତ୍‌ ଅସନ୍ତୋଷ ବ୍ୟକ୍ତ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠୁ ଭାରତ-ଜିମ୍ବାୱେ ଟି-୨୦ ସିରିଜ: ଜାଣନ୍ତୁ କେଉଁଠି ଦେଖିବେ ସିଧାପ୍ରସାରଣ

July 23, 2026

“ମନରେ ହାରିବା ଭୟ…”: ଜିମ୍ବାୱେ ଟି-୨୦ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କ ବଡ଼ ବିବୃତ୍ତି

July 23, 2026

ଜୈବ ବିବିଧତା ସଂରକ୍ଷଣ ପାଇଁ ଏନ୍‌ବିଏର ବଡ଼ ପଦକ୍ଷେପ: ଓଡ଼ିଶା ସମେତ ୧୧ ରାଜ୍ୟକୁ ୬.୬୭ କୋଟି ମଞ୍ଜୁର

July 23, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026
Latest News

ଆଜିଠୁ ଭାରତ-ଜିମ୍ବାୱେ ଟି-୨୦ ସିରିଜ: ଜାଣନ୍ତୁ କେଉଁଠି ଦେଖିବେ ସିଧାପ୍ରସାରଣ

July 23, 2026

“ମନରେ ହାରିବା ଭୟ…”: ଜିମ୍ବାୱେ ଟି-୨୦ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କ ବଡ଼ ବିବୃତ୍ତି

July 23, 2026

ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା ଅଧିନରେ ଓଡ଼ିଶାର ନୀଳ ଅର୍ଥନୀତି

July 23, 2026

ଜୈବ ବିବିଧତା ସଂରକ୍ଷଣ ପାଇଁ ଏନ୍‌ବିଏର ବଡ଼ ପଦକ୍ଷେପ: ଓଡ଼ିଶା ସମେତ ୧୧ ରାଜ୍ୟକୁ ୬.୬୭ କୋଟି ମଞ୍ଜୁର

July 23, 2026

ସମସ୍ତ ସଂସ୍କାରର ମୂଳରେ ନାଗରିକ କଲ୍ୟାଣ ରହିବା ଆବଶ୍ୟକ: ସଚିବମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.