Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୪୧ ହଜାର ୮୩୧ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୪୧ ହଜାର ୮୩୧ ଆକ୍ରାନ୍ତ ଚିହ୍ନଟ

August 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୧ ହଜାର ୮୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୪୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୬ ଲକ୍ଷ ୬୨ ହଜାର ୪୩୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୪ ହଜାର ୩୫୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୮ ଲକ୍ଷ ୨୦ ହଜାର ୫୨୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୧୦ ହଜାର ୯୫୨ ଆକ୍ଟିଭ୍‌ କେସ୍ ରହିଛି।

କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026
Latest News

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.