Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୬ ହଜାର ୩୩ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୬ ହଜାର ୩୩ କୁ ବୃଦ୍ଧି

August 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୩୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ ଜିଲ୍ଲାରୁ ୧୧ ଜଣ, କଟକ ଜିଲ୍ଲାରୁ ୧୦ ଜଣ, ପୁରୀ ଜିଲ୍ଲାରୁ ୬ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ ଜଣ, ଗଞ୍ଜାମ, ଜଗତସିଂହପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, ଅନୁଗୁଳ, ଭଦ୍ରକ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବାଲେଶ୍ଵର, ଝାରସୁଗୁଡା, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ଯାଜପୁର, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୯ ହଜାର ୭୩୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୫୮ ହଜାର ୬୦୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୫ ହଜାର ୫୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୩୩ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ନଭୀ ମୁମ୍ବାଇ ସିଡକୋର ପିଏମଏୱାଇ ପ୍ରକଳ୍ପ ପରିଦର୍ଶନ କଲେ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର

August 9, 2026

ଶ୍ରୀଲଙ୍କା ଏକାଦଶକୁ ୬ ୱିକେଟରେ ପରାସ୍ତ କଲା ଭାରତ: ଶେଷ ଓଭରରେ ଆବଶ୍ୟକ ଥିଲା ୧୬ ରନ୍

August 9, 2026

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସ ବିଷୟରେ ଅଜବ ବୟାନ ଦେଲେ ବ୍ରେଟ୍ ଲି: କେବେ ଶୁଣିନଥିବେ?

August 9, 2026

ମମତା ବାନାର୍ଜୀଙ୍କ ଗାଡ଼ି ଉପରକୁ ଆକ୍ରମଣ: “ଚୋର, ଚୋର” ସ୍ଲୋଗାନ ଦେଲେ ସ୍ଥାନୀୟ ଲୋକ

August 9, 2026
Latest News

ନଭୀ ମୁମ୍ବାଇ ସିଡକୋର ପିଏମଏୱାଇ ପ୍ରକଳ୍ପ ପରିଦର୍ଶନ କଲେ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର

August 9, 2026

ଶ୍ରୀଲଙ୍କା ଏକାଦଶକୁ ୬ ୱିକେଟରେ ପରାସ୍ତ କଲା ଭାରତ: ଶେଷ ଓଭରରେ ଆବଶ୍ୟକ ଥିଲା ୧୬ ରନ୍

August 9, 2026

ସମ୍ପୂର୍ଣ୍ଣ ଦାବି ପୂରଣ କଲେନାହିଁ ସରକାର: ଆସନ୍ତାକାଲି ବିଧାନସଭା ଘେରାଉ କରିବେ ଛାତ୍ରଛାତ୍ରୀ

August 9, 2026

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସ ବିଷୟରେ ଅଜବ ବୟାନ ଦେଲେ ବ୍ରେଟ୍ ଲି: କେବେ ଶୁଣିନଥିବେ?

August 9, 2026

ମମତା ବାନାର୍ଜୀଙ୍କ ଗାଡ଼ି ଉପରକୁ ଆକ୍ରମଣ: “ଚୋର, ଚୋର” ସ୍ଲୋଗାନ ଦେଲେ ସ୍ଥାନୀୟ ଲୋକ

August 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.