Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୩୧୫ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୩୧୫ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

August 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧ ହଜାର ୩୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୬୨ ଜଣ ଚିହ୍ନଟ ହୋଇଥିବା ବେଳେ ୫୫୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୨ ହଜାର ୧୮୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୬୨ ହଜାର ୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩ ହଜାର ୮୭୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୧୦୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୧ ହଜାର ୩୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪୧୩ ଜଣ, କଟକ ଜିଲ୍ଲାରୁ ୧୯୮ ଜଣ, ଅନୁଗୁଳ ଜିଲ୍ଲାରୁ ୫୨ ଜଣ, ବାଲେଶ୍ଵର ଜିଲ୍ଲାରୁ ୪୩ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ୪୯ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪ ଜଣ, ବୌଦ୍ଧ ଜିଲ୍ଲାରୁ ୪ ଜଣ, ଦେବଗଡ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ ଜଣ, ଗଜପତି ଜିଲ୍ଲାରୁ ୫ ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୫୩ ଜଣ, ଯାଜପୁର ଜିଲ୍ଲାରୁ ୮୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨୮ ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ ଜଣ, କୋରାପୁଟ ଜିଲ୍ଲାରୁ ୬ ଜଣ, ମାଲକାନଗିରି ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୬୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ ଜଣ, ନୟାଗଡ ଜିଲ୍ଲାରୁ ୨୫ ଜଣ, ପୁରୀ ଜିଲ୍ଲାରୁ ୬୭ ଜଣ, ରାୟଗଡା ଜିଲ୍ଲାରୁ ୧୨ ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ ଜଣ, ସୋନପୁର ଜିଲ୍ଲାରୁ ୮ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୬ ଜଣ ଏବଂ ଷ୍ଟେଟ ପୁଲରୁ ୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓଭାରତ ୪ଜି ଫୋନ୍: ମାସିକ ୧୨୩ ଟଙ୍କାରେ ଲାଇଭ୍ କ୍ରିକେଟ୍, ମନୋରଞ୍ଜନ ସହ ଡିଜିଟାଲ୍ ପେମେଣ୍ଟ

May 16, 2026

ପୋଷ୍ଟିଂ ଅର୍ଡର ବିଳମ୍ବକୁ ନେଇ କଡା ହେଲେ ସରକାର

May 16, 2026

ଯୁବକଙ୍କୁ ଅପହରଣ ପରେ ହତ୍ୟା : ତିନି ଗିରଫ

May 16, 2026

ଟପ ISIS ଆତଙ୍କୀ ନିହତ

May 16, 2026
Latest News

ଜିଓଭାରତ ୪ଜି ଫୋନ୍: ମାସିକ ୧୨୩ ଟଙ୍କାରେ ଲାଇଭ୍ କ୍ରିକେଟ୍, ମନୋରଞ୍ଜନ ସହ ଡିଜିଟାଲ୍ ପେମେଣ୍ଟ

May 16, 2026

ପୋଷ୍ଟିଂ ଅର୍ଡର ବିଳମ୍ବକୁ ନେଇ କଡା ହେଲେ ସରକାର

May 16, 2026

ଯୁବକଙ୍କୁ ଅପହରଣ ପରେ ହତ୍ୟା : ତିନି ଗିରଫ

May 16, 2026

ଟପ ISIS ଆତଙ୍କୀ ନିହତ

May 16, 2026

ଖଣି ଅଧିକାରୀଙ୍କ ଗାଡି କାଚ ଭାଙ୍ଗିଲେ ମଫିଆ

May 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.