Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୪୨ ହଜାର ୬୨୫ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୪୨ ହଜାର ୬୨୫ ଆକ୍ରାନ୍ତ ଚିହ୍ନଟ

August 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୨ ହଜାର ୬୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୬୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୭ ଲକ୍ଷ ୩୫ ହଜାର ୬୦୫ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୫ ହଜାର ୭୫୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୯ ଲକ୍ଷ ୩୩ ହଜାର ୨୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୧୦ ହଜାର ୩୫୩ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ଡବ୍ଲୁଟିସି ୨୦୨୫-୨୭ରେ ସର୍ବାଧିକ ରନ୍ କରିଥିବା ଶ୍ରେଷ୍ଠ ୫ ଭାରତୀୟ ବ୍ୟାଟ୍ସମ୍ୟାନ୍

August 22, 2026

ବିହାରରେ ଆଉ ଏକ ପ୍ରତିବାଦ ପାଇଁ ପ୍ରସ୍ତୁତି!: ଅଗଷ୍ଟ 25ରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ

August 22, 2026

“ବନ୍ଦେ ମାତରମ୍” ବିବାଦ: କଂଗ୍ରେସ ନିଷ୍ପତ୍ତିରେ କ୍ଷୁବ୍ଧ ବିଜେପି, ପାସ୍ କଲା ପ୍ରସ୍ତାବ

August 22, 2026

ଦ୍ୱିତୀୟ ଟେଷ୍ଟ ପୂର୍ବରୁ କୋଚ୍ ଗମ୍ଭୀରଙ୍କୁ ଚେତାବନୀ: କୁଲଦୀପଙ୍କ ପ୍ରସଙ୍ଗରେ ଚର୍ଚ୍ଚା ଜୋର

August 22, 2026
Latest News

ଡବ୍ଲୁଟିସି ୨୦୨୫-୨୭ରେ ସର୍ବାଧିକ ରନ୍ କରିଥିବା ଶ୍ରେଷ୍ଠ ୫ ଭାରତୀୟ ବ୍ୟାଟ୍ସମ୍ୟାନ୍

August 22, 2026

ବିହାରରେ ଆଉ ଏକ ପ୍ରତିବାଦ ପାଇଁ ପ୍ରସ୍ତୁତି!: ଅଗଷ୍ଟ 25ରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ

August 22, 2026

“ବନ୍ଦେ ମାତରମ୍” ବିବାଦ: କଂଗ୍ରେସ ନିଷ୍ପତ୍ତିରେ କ୍ଷୁବ୍ଧ ବିଜେପି, ପାସ୍ କଲା ପ୍ରସ୍ତାବ

August 22, 2026

ଦ୍ୱିତୀୟ ଟେଷ୍ଟ ପୂର୍ବରୁ କୋଚ୍ ଗମ୍ଭୀରଙ୍କୁ ଚେତାବନୀ: କୁଲଦୀପଙ୍କ ପ୍ରସଙ୍ଗରେ ଚର୍ଚ୍ଚା ଜୋର

August 22, 2026

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.