Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୩୪୨ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୩୪୨ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

August 5, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧ ହଜାର ୩୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୭୫ ଜଣ ଚିହ୍ନଟ ହୋଇଥିବା ବେଳେ ୫୬୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୩ ହଜାର ୫୨୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୬୩ ହଜାର ୭୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩ ହଜାର ୫୧୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୧୬୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୧ ହଜାର ୩୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪୭୭ ଜଣ, କଟକ ଜିଲ୍ଲାରୁ ୧୬୪ ଜଣ, ଅନୁଗୁଳ ଜିଲ୍ଲାରୁ ୩୦ ଜଣ, ବାଲେଶ୍ଵର ଜିଲ୍ଲାରୁ ୫୯ ଜଣ, ବରଗଡ ଜିଲ୍ଲାରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୪୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩ ଜଣ, ଦେବଗଡ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ ଜଣ, ଗଜପତି ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଜିଲ୍ଲାରୁ ୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୭୮ ଜଣ, ଯାଜପୁର ଜିଲ୍ଲାରୁ ୬୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪୩ ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ ଜଣ, କୋରାପୁଟ ଜିଲ୍ଲାରୁ ୧୧ ଜଣ, ମାଲକାନଗିରି ଜିଲ୍ଲାରୁ ୭ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪୧ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ୨୮ ଜଣ, ନୂଆପଡା ୩ ଜଣ, ପୁରୀ ଜିଲ୍ଲାରୁ ୫୫ ଜଣ, ରାୟଗଡା ଜିଲ୍ଲାରୁ ୧୮ ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୩ ଜଣ ଏବଂ ଷ୍ଟେଟ ପୁଲରୁ ୧୦୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026
Latest News

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.