Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୪୨ ହଜାର ୯୮୨ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୪୨ ହଜାର ୯୮୨ ଆକ୍ରାନ୍ତ ଚିହ୍ନଟ

August 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୨ ହଜାର ୯୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୩୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୭ ଲକ୍ଷ ୭୮ ହଜାର ୫୮୭ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୬ ହଜାର ୨୯୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୯ ଲକ୍ଷ ୭୪ ହଜାର ୭୪୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୧୧ ହଜାର ୭୬ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନାଜନିତ ମୃତ୍ୟୁ ସଂଖ୍ୟା କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026
Latest News

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026

ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.