Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧ ହଜାର ୬୫୨ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧ ହଜାର ୬୫୨ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

August 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧ ହଜାର ୬୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୫୧୧, କଟକରୁ ୨୦୬, ପୁରୀରୁ ୧୨୭, ଯାଜପୁରରୁ ୮୩, ଜଗତସିଂହପୁରରୁ ୮୧, ନୟାଗଡରୁ ୭୯, ଭଦ୍ରକରୁ ୭୨, ମୟୂରଭଞ୍ଜରୁ ୬୧, ବାଲେଶ୍ବରରୁ ୫୫, ଅନୁଗୁଳରୁ ୪୪, କେନ୍ଦ୍ରାପଡାରୁ ୩୬, ଢେଙ୍କାନାଳରୁ ୨୪, ସୋନପୁରରୁ ୧୮, କନ୍ଧମାଳରୁ ୧୫, ସମ୍ବଲପୁରରୁ ୧୫, ରାୟଗଡାରୁ ୧୪, କେନ୍ଦୁଝରରୁ ୧୩, ଝାରସୁଗୁଡାରୁ ୧୨, ନବରଙ୍ଗପୁରରୁ ୧୧, ସୁନ୍ଦରଗଡରୁ ୧୧, ଦେବଗଡରୁ ୧୦, ଗଞ୍ଜାମରୁ ୯, ବରଗଡରୁ ୮, କଳାହାଣ୍ଡିରୁ ୫, ବୌଦ୍ଧରୁ ୪, କୋରାପୁଟରୁ ୪, ଗଜପତିରୁ ୩, ବଲାଙ୍ଗୀରିରୁ ୨, ନୂଆପଡାରୁ ୨  ଏବଂ ଷ୍ଟେଟ ପୁଲରୁ ୧୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୬୫ ହଜାର ୩୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୩ ହଜାର ୫୨୩ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୧ ହଜାର ୮୬୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୨୩୬ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Latest News

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.