Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାଲିଓ୍ବାନାଓ୍ବଲା ବାଗ ଶହୀଦଙ୍କୁ ରାହୁଲଙ୍କ ଶ୍ରଦ୍ଧାଞ୍ଜଳି
ଆଜିର ଖବର

ଜାଲିଓ୍ବାନାଓ୍ବଲା ବାଗ ଶହୀଦଙ୍କୁ ରାହୁଲଙ୍କ ଶ୍ରଦ୍ଧାଞ୍ଜଳି

April 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
rahul gandhi in jallianwala-bagh
rahul gandhi in jallianwala-bagh

କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ଶନିବାର ଦିନ ଜାଲିଓ୍ବାନାଓ୍ବାଲା ବାଗ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି । ଏହି ସମୟରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦର ସିଂହ ଏବଂ ପଞ୍ଜାବର ମନ୍ତ୍ରୀ ନଭଜୋତ ସିଂହ ସିଦ୍ଧୁ ସେଠାରେ ଉପସ୍ଥିତ ଥିଲେ । ରାହୁଲ ଗାନ୍ଧୀ ମେମୋରିୟାଲ ଭିଜିଟର ବୁକରେ ସନ୍ଦେଶ ମଧ୍ୟ ଲେଖିଛନ୍ତି । ସେ କହିଛନ୍ତି କି, ସ୍ୱାଧୀନତା ପାଇଁ ମୂଲ୍ୟ ଦିଆଯାଇଥିଲା । ଏହା କେବେ ଭୁଲି ହେବ ନାହିଁ ।  ଏହି ଅବସରରେ ରାହୁଲଙ୍କ ସହିତ  ବ୍ରିଟିଶ ଉଚ୍ଚାୟୁକ୍ତ ଡୋମିନିକ୍‌ ଆସ୍କ୍ବିଥ୍‌ ଯୋଗ ଦେଇ ଉକ୍ତ ଘଟଣାକୁ ବ୍ରିଟିଶ୍‌- ଭାରତ ଇତିହାସର ଲଜ୍ଜାଜନକ ଘଟଣା ବୋଲି କହିଥିଲେ । ୧୯୧୯ରେ ସ୍ୱର୍ଣ୍ଣ ମନ୍ଦିର ନିକଟବର୍ତ୍ତୀ ଥିବା ଜାଲିଆନା ୱାଲାୱାଗରେ ହଜାର ହଜାର ଭାରତୀୟ ଏକତ୍ରିତ ହୋଇଥିଲେ । ସମସ୍ତେ ସେଠାରେ ଏକ ଶାନ୍ତି ସଭାର ଆୟୋଜନ କରିଥିଲେ । ଏହି ସଭା ସ୍ୱାଧୀନତା ସଂଗ୍ରାମ ପାଇଁ ଲଢୁଥିବା ନେତା ଏବଂ ରାଓଲତ ଆକ୍ଟକୁ ବିରୋଧ କରି କରାଯାଉଥିଲା । ସଭାରେ କିଛି ଲୋକ ଭାଷଣ ଦେଉଥିଲେ । ପ୍ରାୟ ୧୦୦ଜଣ ସୈନିକଙ୍କ ସହ ସେଠାରେ ପହଂଚିଥିଲେ ଜେନେରାଲ ଡାୟର ଏବଂ ୧୦ ମିନିଟ ପର୍ଯ୍ୟନ୍ତ ଆଖିବୁଜା ଗୁଳି ଚାଳନା କରିଥିଲେ । ଗୁଳି ଚାଳନା ପରେ ସେଠାରୁ ୨୦୦ରୁ ଅଧିକ ଶବ ଉଦ୍ଧାର କରାଯାଇଥିଲା । ରାହୁଲ ରାତିରେ ଅମୃତସରର ସ୍ୱର୍ଣ୍ଣ ମନ୍ଦିର ମଧ୍ୟ ପରିଦର୍ଶନ କରିବେ । ଏହି ଅବସରରେ ଏକ ଶତାବ୍ଦୀ ସମାରୋହର ଆୟୋଜନ କରାଯାଇଛି । ଏଥିରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପଞ୍ଜାବର ରାଜ୍ୟପାଳ ଶହିଦଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜିର RR ଏବଂ RCB ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ ଏବଂ ପିଚ ରିପୋର୍ଟ

April 10, 2026

ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍: ଓଡ଼ିଶା ପୋଲିସ ଦଳକୁ ଶୁଭେଚ୍ଛା ଜଣାଇଲେ ଡିଜିପି

April 10, 2026

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

April 10, 2026

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026
Latest News

ଆଜିର RR ଏବଂ RCB ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ ଏବଂ ପିଚ ରିପୋର୍ଟ

April 10, 2026

ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍: ଓଡ଼ିଶା ପୋଲିସ ଦଳକୁ ଶୁଭେଚ୍ଛା ଜଣାଇଲେ ଡିଜିପି

April 10, 2026

ବେକାର ଯୁବକ ଯୁବତୀଙ୍କ ପାଇଁ ମାସିକ ୩ ହଜାର: ବଙ୍ଗଳା ପାଇଁ ବିଜେପିର ବଡ଼ ଘୋଷଣା

April 10, 2026

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

April 10, 2026

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.