Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୨୪୩ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୨୪୩ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

August 8, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧ ହଜାର ୨୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୧୮ ଜଣ ଚିହ୍ନଟ ହୋଇଥିବା ବେଳେ ୫୨୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୭୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୬୮ ହଜାର ୪୫୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୨ ହଜାର ୧୨୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୨୩୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୯ ଟି ଜିଲ୍ଲାରୁ ୧ ହଜାର ୨୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୯୯ ଜଣ, କଟକ ଜିଲ୍ଲାରୁ ୧୭୭ ଜଣ, ଅନୁଗୁଳ ଜିଲ୍ଲାରୁ ୫୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୪୯ ଜଣ, ବରଗଡ ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୨୨ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୬ ଜଣ, ବୌଦ୍ଧ ଜିଲ୍ଲାରୁ ୪ ଜଣ, ଦେବଗଡ ଜିଲ୍ଲାରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୯ ଜଣ, ଗଜପତି ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୮୮ ଜଣ, ଯାଜପୁର ଜିଲ୍ଲାରୁ ୫୦ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କନ୍ଧମାଳ ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩୨ ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ ଜଣ, ମାଲକାନଗିରି ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩୫ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ୫୬ ଜଣ, ନୂଆପଡା ୨ ଜଣ, ପୁରୀ ଜିଲ୍ଲାରୁ ୬୯ ଜଣ, ରାୟଗଡା ଜିଲ୍ଲାରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ ଜଣ, ସୋନପୁର ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୪ ଜଣ ଏବଂ ଷ୍ଟେଟ ପୁଲରୁ ୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026
Latest News

ଯଦି ନୀତିଶ କୁମାର ରାଜ୍ୟସଭାକୁ ଯାଆନ୍ତି, ତେବେ କିଏ ହେବେ ବିହାରର ମୁଖ୍ୟମନ୍ତ୍ରୀ?: ନିଶାନ୍ତଙ୍କୁ…..

March 4, 2026

ରାଜ୍ୟସଭାକୁ ଯିବେ କି ନୀତିଶ କୁମାର?: ବିହାରର ବିଭିନ୍ନ ରାଜନୈତିକ ଦଳରୁ ଆସିଲା ପ୍ରତିକ୍ରିୟା

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.