Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୨୬୪: ସୁସ୍ଥ ହେଲେ ୨୩୧ ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୨୬୪: ସୁସ୍ଥ ହେଲେ ୨୩୧ ଆକ୍ରାନ୍ତ

August 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨୬୪ ଆକ୍ରାନ୍ତଙ୍କ ମଧ୍ୟରୁ ୫୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୧୩ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨ ହଜାର ୬୧ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୨୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୮ ହଜାର ୩୦୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୮୨୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୯୧୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଭୁବନେଶ୍ବର ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026

ମଧୁ ଗୌଡ଼ ୟାସ୍ଖୀଙ୍କୁ ବଡ଼ ଦାୟିତ୍ୱ, ଅଲ୍ ଇଣ୍ଡିଆ ପ୍ରଫେସନାଲ୍ସ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ

September 10, 2026

ବିଲ୍ଡିଂ ଦୁର୍ଘଟଣା: ସ୍ଲାବ୍ ଭୁଶୁଡ଼ି ଫସିଲେ ୧୫ ଶ୍ରମିକ, ସମସ୍ତେ ସୁରକ୍ଷିତ ଉଦ୍ଧାର

September 10, 2026
Latest News

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026

ମଧୁ ଗୌଡ଼ ୟାସ୍ଖୀଙ୍କୁ ବଡ଼ ଦାୟିତ୍ୱ, ଅଲ୍ ଇଣ୍ଡିଆ ପ୍ରଫେସନାଲ୍ସ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ

September 10, 2026

ବିଲ୍ଡିଂ ଦୁର୍ଘଟଣା: ସ୍ଲାବ୍ ଭୁଶୁଡ଼ି ଫସିଲେ ୧୫ ଶ୍ରମିକ, ସମସ୍ତେ ସୁରକ୍ଷିତ ଉଦ୍ଧାର

September 10, 2026

ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପରେ ଶେଷ ହେବ ଇରାନ ଯୁଦ୍ଧ, କମିବ ତେଲ ଦର: ଟ୍ରମ୍ପ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.