Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଢାଖୋଲରେ ଅଘଟଣ: କୂଅରେ ପଡି ଯୁବକ ମୃତ୍ୟୁ
ଆଜିର ଖବର

ରେଢାଖୋଲରେ ଅଘଟଣ: କୂଅରେ ପଡି ଯୁବକ ମୃତ୍ୟୁ

August 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ରେଢାଖୋଲ ଥାନା ଗଡାଖୋଲ ଗ୍ରାମରେ ଜନୈକ ଯୁବକ କୂଅରେ ପଡି ମୃତ୍ୟୁ ବରଣ କରିଥିବା ଖବର ହସ୍ତଗତ ହୋଇଛି।

ପ୍ରକାଶ ଯେ, ରେଢାଖୋଲ ଥାନା ତ୍ରିବଣପୁର ପଂଚାୟତର ଗଡାଖୋଲ ଗ୍ରାମର ଦେବେନ୍ଦ୍ର ଦେହୁରୀ (୩୦)ନିଜ କୂଅ ଚାରିପାଖ ବୁଦା ସଫା କରୁଥିଲେ। କୂଅ ଉପରେ ଥିବା କାଠ ଉପରେ ଗୋଡ ଦେଇ ଏହି ସଫା କାମ କରୁଥିବା ସମୟରେ ଅଜାଣତରେ ତାଙ୍କର ଗୋଡ ଖସିଯାଇ କୂଅରେ ପଡିଯାଇଥିଲେ। ଅପରାହ୍ନ ୪ ଟାରେ ସେ କୂଅରେ ପଡିଥିବାର ପରିବାର ଲୋକେ ଜାଣି ସଙ୍ଗେ ସଙ୍ଗେ ଦମକଳ ବାହିନୀ ଓ ପୋଲିସ୍ କୁ ଖବର ଦେଇଥିଲେ।

ଦମକଳ ବାହିନୀ ଓ ପୋଲିସ ବାହିନୀ ସହାୟତାରେ ଶବକୁ କୂଅରୁ ବାହାର କରି ରେଢାଖୋଲ ଡାକ୍ତରଖାନାକୁ ନିଆଯାଇଥିଲା। ସଂଧ୍ୟା ହୋଇ ଯାଇଥିବାରୁ ଆସନ୍ତାକାଲି ଶବ ବ୍ୟବଚ୍ଛେଦ କରାଯିବ ବୋଲି ଜଣା ପଡିଛି। ପୋଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ମୃତ ବ୍ୟକ୍ତିର ତିନିଜଣ ଛୋଟ ଛୋଟ ଝିଅ ଥିବା ଜଣା ପଡିଛି।

କୂଅରେ ପଡି ଯୁବକ ମୃତ୍ୟୁ ରେଢାଖୋଲ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ଦୁର୍ଘଟଣାଗ୍ରସ୍ତ ଓଡ଼ିଆ ଶ୍ରମିକ ମାନଙ୍କ ସହାୟତା ପାଇଁ ୩ ବରିଷ୍ଠ ଅଧିକାରୀଙ୍କ ତାମିଲନାଡୁ ଗସ୍ତ

June 21, 2026
Latest News

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ପୁଣି କଂଗ୍ରେସର ମତଠାରୁ ଭିନ୍ନ!: ଜମ୍ମୁ କାଶ୍ମୀର ସମ୍ପର୍କରେ ବଡ଼ ବିବୃତ୍ତି ଦେଲେ ଶଶି ଥରୁର

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.