ଭୁବନେଶ୍ବର, ବିଜୁ ଜନତା ଦଳ ତାହାର ବିଜୁ ମହିଳା ଜନତା ଦଳର ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସ୍ବୀକୃତି ପରେ ଏହା ବିଏମଜେଡି ର ସଭାପତି ଘୋଷଣା କରିଛନ୍ତି। ସେହି ଅନୁସାରେ 35ଟି ସାଂଗଠନିକ ଜିଲ୍ଲାରେ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି। ସେମାନେ ହେଲେ ନବୀନ ପଟ୍ଟନାୟକ ବିଜୁ ମହିଳା ଜନତା ଦଳ
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲAugust 5, 2025