Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ୧ ହଜାର ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ୧ ହଜାର ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

August 9, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ତଳକୁ ଖସିଛି। ରାଜ୍ୟରେ ଆଜି ୮୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୧୨ ଜଣ ଚିହ୍ନଟ ହୋଇଥିବା ବେଳେ ୩୭୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୯୫୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୬୯ ହଜାର ୯୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୧ ହଜାର ୪୮୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୨୩୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୮ ଟି ଜିଲ୍ଲାରୁ ୮୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୫୩ ଜଣ, କଟକ ଜିଲ୍ଲାରୁ ୮୧ ଜଣ, ଅନୁଗୁଳ ଜିଲ୍ଲାରୁ ୩୨ ଜଣ, ବାଲେଶ୍ଵର ଜିଲ୍ଲାରୁ ୬୨ ଜଣ, ବରଗଡ ଜିଲ୍ଲାରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୩୧ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ ଜଣ, ଗଜପତି ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୫୪ ଜଣ, ଯାଜପୁର ଜିଲ୍ଲାରୁ ୬୦ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ, କନ୍ଧମାଳ ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩୩ ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ ଜଣ, ମାଲକାନଗିରି ଜିଲ୍ଲାରୁ ୯ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨୫ ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ ଜଣ, ନୟାଗଡ ଜିଲ୍ଲାରୁ ୨୫ ଜଣ, ପୁରୀ ଜିଲ୍ଲାରୁ ୫୩ ଜଣ, ରାୟଗଡା ଜିଲ୍ଲାରୁ ୫ ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ ଜଣ, ସୋନପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୨ ଜଣ ଏବଂ ଷ୍ଟେଟ ପୁଲରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆକ୍ରାନ୍ତଙ୍କ ସଂଖ୍ୟା ଓଡିଶା କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

Cyclone Akvan Update: ବାରମ୍ବାର ଗତିପଥ ବଦଳାଉଛି ବାତ୍ୟା ଅକଭାନ, ଏବେ ଗୋପାଳପୁର

November 19, 2026

୨୦୭୦ ସୁଦ୍ଧା ଦ୍ରୁତ ଗତିରେ ବୃଦ୍ଧି ପାଇବ ମୁସଲମାନଙ୍କ ସଂଖ୍ୟା!: ଜାଣନ୍ତୁ ହିନ୍ଦୁମାନଙ୍କ ସ୍ଥିତି

November 19, 2026

ଆଜି ସୁନା ଓ ରୂପା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ସଦ୍ୟତମ ଦର

November 19, 2026

ସମ୍ଭାବ୍ୟ ବାତ୍ୟା ଯୋଗୁଁ ନନ୍ଦନକାନନ ୨ ଦିନ ଓ ଭିତରକନିକା ୩ ଦିନ ବନ୍ଦ

November 19, 2026
Latest News

Cyclone Akvan Update: ବାରମ୍ବାର ଗତିପଥ ବଦଳାଉଛି ବାତ୍ୟା ଅକଭାନ, ଏବେ ଗୋପାଳପୁର

November 19, 2026

୨୦୭୦ ସୁଦ୍ଧା ଦ୍ରୁତ ଗତିରେ ବୃଦ୍ଧି ପାଇବ ମୁସଲମାନଙ୍କ ସଂଖ୍ୟା!: ଜାଣନ୍ତୁ ହିନ୍ଦୁମାନଙ୍କ ସ୍ଥିତି

November 19, 2026

ବକ୍ସ ଅଫିସରେ ‘ରାମାୟଣ’ର ନୂଆ ରେକର୍ଡ; ବିଶ୍ୱବ୍ୟାପୀ ଆୟ ୧୫୦୦ କୋଟି ପାର୍

November 19, 2026

ଆଜି ସୁନା ଓ ରୂପା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ସଦ୍ୟତମ ଦର

November 19, 2026

ସମ୍ଭାବ୍ୟ ବାତ୍ୟା ଯୋଗୁଁ ନନ୍ଦନକାନନ ୨ ଦିନ ଓ ଭିତରକନିକା ୩ ଦିନ ବନ୍ଦ

November 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.