Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୨୦୬: ସୁସ୍ଥ ହେଲେ ୧୮୬ ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୨୦୬: ସୁସ୍ଥ ହେଲେ ୧୮୬ ଆକ୍ରାନ୍ତ

August 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨୦୬ ଆକ୍ରାନ୍ତଙ୍କ ମଧ୍ୟରୁ ୫୭ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୪୯ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨ ହଜାର ୨୬୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୮୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୮ ହଜାର ୪୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୮୨୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୯୩୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଭୁବନେଶ୍ବର ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

July 28, 2026

‘ଆତ୍ମନିର୍ଭର ପଞ୍ଚାୟତ’ ଓ ‘ସମର୍ଥ’ ପୋର୍ଟାଲର ଶୁଭାରମ୍ଭ

July 28, 2026
Latest News

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

July 28, 2026

‘ଆତ୍ମନିର୍ଭର ପଞ୍ଚାୟତ’ ଓ ‘ସମର୍ଥ’ ପୋର୍ଟାଲର ଶୁଭାରମ୍ଭ

July 28, 2026

NEET ପ୍ରତିବାଦ: ଛାତ୍ରଛାତ୍ରୀମାନଙ୍କ ବିରୋଧରେ ମାମଲା ପ୍ରତ୍ୟାହାର କଲେ ବିହାର ସରକାର

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.