Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭ ଲୋକସଭା ଆସନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା
ଆଜିର ଖବର

୭ ଲୋକସଭା ଆସନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା

April 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
congress release 7 candidate list
congress release 7 candidate list

ଭାରତୀୟ ଜାତୀୟ କଂଗ୍ରେସ ପକ୍ଷରୁ ୨୦୧୯ ଲୋକସଭା ନିର୍ବାଚନ ପାଇଁ 7 ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ଏହି ତାଲିକାରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ମନୀଷ ତ୍ୟାଗୀଙ୍କ ପରି ବଡ ନାମ ରହିଛି । ଏହି ତାଲିକାରେ ବିହାର ଏବଂ ଜମ୍ମୁ କାଶ୍ମୀରର ଗୋଟିଏ ଆସନ, ମଧ୍ୟପ୍ରଦେଶରେ ତିନି ଆସନ ଏବଂ ପଞ୍ଜାବରେ ଦୁଇ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ।

୧. ବାଲ୍ମିକୀ ନଗର(ବିହାର) : ଶାଶ୍ବତ କେଦାର

୨.ଲଦାଖ ( ଜମ୍ମୁ କାଶ୍ମୀର ) : ରିଜ୍‌ଗିନ୍‌ ସ୍ପାଲବାର

୩.  ଗୁଣା (ମଧ୍ୟପ୍ରଦେଶ) : ଜ୍ୟୋତିରାଦିତ୍ୟ ସିନ୍ଧିଆ

୪. ଭିଦିଶା (ମଧ୍ୟପ୍ରଦେଶ) : ଶୈଳେନ୍ଦ୍ର ପଟେଲ

୫. ରାଜଗଡ (ମଧ୍ୟପ୍ରଦେଶ) : ମୋନା ସୁସ୍ତାନୀ

୬. ଆନନ୍ଦପୁର ସାହିବ (ପଞ୍ଜାବ) : ମନୀଷ ତିଓ୍ବାରୀ

୭. ସଙ୍ଗରୁର (ପଞ୍ଜାବ) : କେବଳ ସିଂ ଧିଲୋନ୍‌

Share. Facebook Twitter LinkedIn Email WhatsApp Copy Link

Related Posts

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025

ଏସିଆ କପ ଫାଇନାଲରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ: ପାକିସ୍ତାନ ହେଲା ନୂଆ ଚମ୍ପିୟାନ

December 21, 2025

‘ଧରିତ୍ରୀ ମାତା ପାଇଁ ରବିବାର’ କାର୍ଯ୍ୟକ୍ରମ: ପରିବେଶ ସଚେତନତା ସହ ଅସହାୟଙ୍କୁ ଶୀତବସ୍ତ୍ର ବଣ୍ଟନ

December 21, 2025
Latest News

୨୦୩୬ ସୁଦ୍ଧା ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ: ଉପମୁଖ୍ୟମନ୍ତ୍ରୀ

December 21, 2025

ରାମ ମନ୍ଦିର ସ୍ଥାନଟି ସର୍ବଦା ବାବ୍ରୀ ମସଜିଦ ଭାବରେ ଜଣାଯିବ: ବଦରୁଦ୍ଦିନଙ୍କ ବିବାଦୀୟ ବୟାନ

December 21, 2025

ଏସିଆ କପ ଫାଇନାଲରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ: ପାକିସ୍ତାନ ହେଲା ନୂଆ ଚମ୍ପିୟାନ

December 21, 2025

‘ଧରିତ୍ରୀ ମାତା ପାଇଁ ରବିବାର’ କାର୍ଯ୍ୟକ୍ରମ: ପରିବେଶ ସଚେତନତା ସହ ଅସହାୟଙ୍କୁ ଶୀତବସ୍ତ୍ର ବଣ୍ଟନ

December 21, 2025

ମହାରାଷ୍ଟ୍ରରେ ସ୍ଥାନୀୟ ନିର୍ବାଚନ: ଟ୍ରେଣ୍ଡରେ ବିଜେପି ର ବଡ଼ ଅଗ୍ରଣୀ, ଜାଣନ୍ତୁ ଅନ୍ୟ ଦଳର ସ୍ଥିତି

December 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.