Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭ ଲୋକସଭା ଆସନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା
ଆଜିର ଖବର

୭ ଲୋକସଭା ଆସନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା

April 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
congress release 7 candidate list
congress release 7 candidate list

ଭାରତୀୟ ଜାତୀୟ କଂଗ୍ରେସ ପକ୍ଷରୁ ୨୦୧୯ ଲୋକସଭା ନିର୍ବାଚନ ପାଇଁ 7 ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ଏହି ତାଲିକାରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ମନୀଷ ତ୍ୟାଗୀଙ୍କ ପରି ବଡ ନାମ ରହିଛି । ଏହି ତାଲିକାରେ ବିହାର ଏବଂ ଜମ୍ମୁ କାଶ୍ମୀରର ଗୋଟିଏ ଆସନ, ମଧ୍ୟପ୍ରଦେଶରେ ତିନି ଆସନ ଏବଂ ପଞ୍ଜାବରେ ଦୁଇ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ।

୧. ବାଲ୍ମିକୀ ନଗର(ବିହାର) : ଶାଶ୍ବତ କେଦାର

୨.ଲଦାଖ ( ଜମ୍ମୁ କାଶ୍ମୀର ) : ରିଜ୍‌ଗିନ୍‌ ସ୍ପାଲବାର

୩.  ଗୁଣା (ମଧ୍ୟପ୍ରଦେଶ) : ଜ୍ୟୋତିରାଦିତ୍ୟ ସିନ୍ଧିଆ

୪. ଭିଦିଶା (ମଧ୍ୟପ୍ରଦେଶ) : ଶୈଳେନ୍ଦ୍ର ପଟେଲ

୫. ରାଜଗଡ (ମଧ୍ୟପ୍ରଦେଶ) : ମୋନା ସୁସ୍ତାନୀ

୬. ଆନନ୍ଦପୁର ସାହିବ (ପଞ୍ଜାବ) : ମନୀଷ ତିଓ୍ବାରୀ

୭. ସଙ୍ଗରୁର (ପଞ୍ଜାବ) : କେବଳ ସିଂ ଧିଲୋନ୍‌

Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

ପୂର୍ବତଟ ରେଳପଥ ଓ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ଏମଓୟୁ ସ୍ୱାକ୍ଷର

February 5, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କର୍କଟ ନିରାକରଣ ଅଭିଯାନ

February 5, 2026
Latest News

ଦ୍ୱିତୀୟ ଥର ପାଇଁ ଡବ୍ଲୁପିଏଲ ଚାମ୍ପିଅନ ହେଲା ଆରସିବି: ଚତୁର୍ଥ ଥର ପାଇଁ ଫାଇନାଲରେ ହାରିଲା ଦିଲ୍ଲୀ

February 6, 2026

ପୂର୍ବତଟ ରେଳପଥର କିଛି ଏକ୍ସପ୍ରେସ୍ ଟ୍ରେନ୍‌ରେ ଅତିରିକ୍ତ କୋଚ ସଂଯୋଗ

February 5, 2026

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ନ୍ୟାସନାଲ୍ ଡିଫେନ୍ସ କଲେଜ୍ ର ପ୍ରଶିକ୍ଷାର୍ଥୀ ଅଧିକାରୀଗଣ

February 5, 2026

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରେ କୃଷି କ୍ଷେତ୍ରକୁ ନେଇ କୌଣସି ସାଲିସ୍‌ ହୋଇନାହିଁ: କେନ୍ଦ୍ର ମନ୍ତ୍ରୀ

February 5, 2026

Odisha Budget 2026: ବଜେଟ ପ୍ରସ୍ତୁତି ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନେଲେ ମୁଖ୍ୟମନ୍ତ୍ରୀ

February 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.