Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୭୮ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୧ ହଜାର ୭୮ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

August 11, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧ ହଜାର ୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୨୬ ଜଣ ଚିହ୍ନଟ ହୋଇଥିବା ବେଳେ ୪୫୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୦ ହଜାର ୭୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୭୨ ହଜାର ୭୧୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୦ ହଜାର ୬୮୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୫୬୫ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୯ ଟି ଜିଲ୍ଲାରୁ ୧ ହଜାର ୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୭୨ ଜଣ, କଟକ ଜିଲ୍ଲାରୁ ୧୪୭ ଜଣ, ଅନୁଗୁଳ ଜିଲ୍ଲାରୁ ୨୬, ବାଲେଶ୍ଵର ଜିଲ୍ଲାରୁ ୪୫ ଜଣ, ବରଗଡ ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୨୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୫୮ ଜଣ, ଯାଜପୁର ଜିଲ୍ଲାରୁ ୫୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୬ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୫୧ ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ ଜଣ, ମାଲକାନଗିରି ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩୫ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୨୬ ଜଣ, ନୂଆପଡା ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୪୮ ଜଣ, ରାୟଗଡା ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ ଜଣ, ସୋନପୁର ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬ ଜଣ ଏବଂ ଷ୍ଟେଟ ପୁଲରୁ ୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

ପ୍ରେସକ୍ରିପସନ୍ ଔଷଧ ବିଜ୍ଞାପନ ଉପରେ କେନ୍ଦ୍ରର କଟକଣା! ଅନୁମତି ବିନା ପ୍ରଚାର କଲେ ଅଡୁଆରେ ପଡ଼ିପାରନ୍ତି ଔଷଧ ବ୍ୟବସାୟୀ

October 11, 2026
Latest News

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଶାରଦୀୟ ନବରାତ୍ରି : ମା’ ଦୁର୍ଗାଙ୍କ ଆରାଧନା, ନବରୂପ, କନ୍ୟାପୂଜା ଏବଂ ଦୀପ ପ୍ରଜ୍ଜ୍ୱଳନର ବିଶେଷ ନୀତିନିୟମ

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.