Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବମ ଓ ଦଶମ ଶ୍ରେଣୀର ପରୀକ୍ଷାର୍ଥୀଙ୍କ ପାଇଁ ଲାଗୁ ହେବ ସ୍କିମ ଅଫ ଆସେସମେଣ୍ଟ ବ୍ୟବସ୍ଥା
ଆଜିର ଖବର

ନବମ ଓ ଦଶମ ଶ୍ରେଣୀର ପରୀକ୍ଷାର୍ଥୀଙ୍କ ପାଇଁ ଲାଗୁ ହେବ ସ୍କିମ ଅଫ ଆସେସମେଣ୍ଟ ବ୍ୟବସ୍ଥା

August 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ପାଇଁ ସ୍କିମ ଅଫ ଆସେସମେଣ୍ଟ ବ୍ୟବସ୍ଥା ଲାଗୁ ହେବାକୁ ଯାଉଛି। ଦଶମ ଶ୍ରେଣୀ ପରୀକ୍ଷାରେ ସଂସ୍କାର ଆଣିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଏଭଳି ଯୋଜନା କରିଛି। ନବମ ଓ ଦଶମ ପାଠ୍ୟକ୍ରମରେ ୬ ଟି ପରୀକ୍ଷା ଆୟୋଜନ କରାଯିବ। ଏହି ୬ ଟି ପରୀକ୍ଷା ମଧ୍ୟରୁ ୪ ଟି ଛୋଟ ଛୋଟ ପରୀକ୍ଷା ଏବ ୨ ଟି ବଡ ପରୀକ୍ଷା ହେବ।

ବାର୍ଷିକ ପରୀକ୍ଷା ବାତିଲ ହେଲେ ଏହି ୬ ଟି ପରୀକ୍ଷା ଆଧାରରେ ପିଲାଙ୍କ ପରୀକ୍ଷା ଫଳ ନିର୍ଦ୍ଧାରଣ କରାଯିବ। ତେବେ ଶିକ୍ଷାବିତଙ୍କ ସହ ବହୁ ଆଲୋଚନା ପର୍ଯ୍ଯାଲୋଚନା ପରେ ବୋର୍ଡ ଏଭଳି ନିଷ୍ପତ୍ତି ଦେଇଛି। ଏହି ନିୟମ ଚଳିତ ବର୍ଷ ଶିକ୍ଷା ବର୍ଷରେ ଲାଗୁ କରିବାକୁ ଯୋଜନା ହୋଇଛି।

ଓଡିଶା ନବମ ଓ ଦଶମ ଶ୍ରେଣୀ ମାଧ୍ୟମିକ ଶିକ୍ଷା ପରିଷଦ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଅଞ୍ଚଳରୁ ବିପୁଳ ପରିମାଣର ପୋଚ ଓ ଦେଶୀ ମଦ ଜବତ: ତିନି ଗିରଫ

September 20, 2026

ଆଜି ୨୦ ତାରିଖରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର: ଜାଣନ୍ତୁ ରାଶିଫଳ

September 20, 2026

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026
Latest News

ବାଣପୁର ଅଞ୍ଚଳରୁ ବିପୁଳ ପରିମାଣର ପୋଚ ଓ ଦେଶୀ ମଦ ଜବତ: ତିନି ଗିରଫ

September 20, 2026

ଆଜି ୨୦ ତାରିଖରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର: ଜାଣନ୍ତୁ ରାଶିଫଳ

September 20, 2026

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026

ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ : ବାଚସ୍ପତି

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.