Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବହୁ ପ୍ରତୀକ୍ଷା ପରେ ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର, ସେବାୟତ ପରିବାର କରୁଛନ୍ତି ଦର୍ଶନ
ଆଜିର ଖବର

ବହୁ ପ୍ରତୀକ୍ଷା ପରେ ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର, ସେବାୟତ ପରିବାର କରୁଛନ୍ତି ଦର୍ଶନ

August 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ବହୁ ପ୍ରତୀକ୍ଷା ପରେ ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର, ସେବାୟତ ପରିବାର କରୁଛନ୍ତି ଦର୍ଶନ

ପୁରୀ, ବହୁ ପ୍ରତୀକ୍ଷା ପରେ ଶେଷରେ ଶ୍ରୀମନ୍ଦିର ଦ୍ବାର ଭକ୍ତଙ୍କ ପାଇଁ ଖୋଲାଯାଇଛି। ତେବେ ଆଜି କେବଳ ସେବାୟତ ପରିବାରଙ୍କୁ ଏହି ଦର୍ଶନ ସୁବିଧା ମିଳିଛି। ଏହି ଦର୍ଶନ ଦୁଇଦନ ଧରି ଚାଲିବ। ଏହାପରେ ୧୬ ତାରିଖରୁ ୨୦ ତାରିଖ ଯାଏଁ ପୁରୀ ବାସୀଙ୍କୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି।

ଅଗଷ୍ଟ ୨୧ ତାରିଖ ଏବଂ ୨୨ ତାରିଖରେ ସପ୍ତାହନ୍ତ ସଟଡାଉନ ଥିବାରୁ ଏହି ଦିନ ଶ୍ରୀମନ୍ଦିରରେ ପ୍ରବେଶ ପାଇଁ କଟକଣା ଲଗାଯାଇଛି। ପ୍ରତ୍ୟେକ ସପ୍ତାହନ୍ତ ସଟଡାଉନ ଏବଂ ପର୍ବପର୍ବାଣିରେ ଶ୍ରୀମନ୍ଦିରରେ ପ୍ରବେଶ ପାଇଁ ଅନୁମତି ନାହିଁ।

 ଆସନ୍ତା ୨୩ ତାରିଖ ଠାରୁ ସମସ୍ତ ଶ୍ରଦ୍ଧାଳୁଙ୍କୁ ଦର୍ଶନ ପାଇଁ ଅନୁମତି ମିଳିଛି। ତେବେ ସେଥିପାଇଁ ଶ୍ରଦ୍ଧାଳୁମାନେ ଉଭୟ ଡୋଜ ଟୀକା ନେଇଥିବା ଆବଶ୍ୟକ କିମ୍ବା ୯୬ ଘଣ୍ଟା ପୂର୍ବର ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖେଇବା ଅନିବାର୍ଯ୍ୟ। ସକାଳ ୭ ଟାରୁ ସନ୍ଧ୍ୟା ୭ ଟା ଯାଏଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି। କୋଭିଡ କଟକଣାକୁ ମାନି ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ପୁରୀ ଶ୍ରୀମନ୍ଦିର ସେବାୟତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇପିଏଲ ୨୦୨୬: ଅରେଞ୍ଜ କ୍ୟାପ୍ ଦୌଡ଼ର ଶୀର୍ଷ- ୫ରେ ଚାରି ଭାରତୀୟ ଖେଳାଳି

May 6, 2026

ଟ୍ରମ୍ପ୍ ନେଲେ ବଡ ନିଷ୍ପତ୍ତି : ପ୍ରୋଜେକ୍ଟ ଫ୍ରିଡମ୍’କୁ ଅସ୍ଥାୟୀ ଭାବରେ ସ୍ଥଗିତ

May 6, 2026

ପଞ୍ଜାବର ଦୁଇଟି ସ୍ଥାନରେ ବିସ୍ଫୋରଣ

May 6, 2026

ହଟିବ ଏନଏଚ ପାର୍ଶ୍ଵରେ ଥିବା ବେଆଇନ ଢାବା ଓ ଦୋକାନ

May 6, 2026
Latest News

ଆଇପିଏଲ ୨୦୨୬: ଅରେଞ୍ଜ କ୍ୟାପ୍ ଦୌଡ଼ର ଶୀର୍ଷ- ୫ରେ ଚାରି ଭାରତୀୟ ଖେଳାଳି

May 6, 2026

ଟ୍ରମ୍ପ୍ ନେଲେ ବଡ ନିଷ୍ପତ୍ତି : ପ୍ରୋଜେକ୍ଟ ଫ୍ରିଡମ୍’କୁ ଅସ୍ଥାୟୀ ଭାବରେ ସ୍ଥଗିତ

May 6, 2026

ପଞ୍ଜାବର ଦୁଇଟି ସ୍ଥାନରେ ବିସ୍ଫୋରଣ

May 6, 2026

ହଟିବ ଏନଏଚ ପାର୍ଶ୍ଵରେ ଥିବା ବେଆଇନ ଢାବା ଓ ଦୋକାନ

May 6, 2026

ବସନ୍ତ ଭିଲ୍ଲାରେ ଅଗ୍ନିକାଣ୍ଡ : ୨ ଜୀବନ୍ତ ଦଗ୍ଧ

May 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.