Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧ ହଜାର ୧୭୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧ ହଜାର ୧୭୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

August 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧ ହଜାର ୧୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୬୬, କଟକରୁ ୧୮୯, ପୁରୀରୁ ୬୫, ଭଦ୍ରକରୁ ୫୮, ମୟୂରଭଞ୍ଜରୁ ୫୮, ଅନୁଗୁଳରୁ ୫୧, ଜଗତସିଂହପୁରରୁ ୫୦,  ଯାଜପୁରରୁ ୪୩, କେନ୍ଦ୍ରାପଡାରୁ ୩୯, ବାଲେଶ୍ବରରୁ ୩୪, ନୟାଗଡରୁ ୨୯, କେନ୍ଦୁଝରରୁ ୨୫, ଢେଙ୍କାନାଳରୁ ୨୧, କୋରାପୁଟରୁ ୧୦, ସମ୍ବଲପୁରରୁ ୯, ମାଲକାନାଗିରିରୁ ୭, ରାୟଗଡାରୁ ୭, ଗଞ୍ଜାମରୁ ୬, ସୋନପୁରରୁ ୬, କନ୍ଧମାଳରୁ ୫, ବଲାଙ୍ଗୀରିରୁ ୪, ବୌଦ୍ଧରୁ ୪, ନବରଙ୍ଗପୁରରୁ ୪, ବରଗଡରୁ ୩, ଦେବଗଡରୁ ୩, ସୁନ୍ଦରଗଡରୁ ୩, ନୂଆପଡାରୁ ୨ ଏବଂ ଷ୍ଟେଟ ପୁଲରୁ ୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୭୪ ହଜାର ୭୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୧ ହଜାର ୧୮୨ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯ ହଜାର ୬୭୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୬୯୭ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

AIADMKକୁ ବଡ଼ ଝଟକା: ଦଳ ଛାଡିଲେ କେ. ପଲାନିସ୍ୱାମୀଙ୍କ ଭାଇ କେ.ବି.ଏସ.

July 7, 2026

ଫିଟନେସ ନ ଥିବାରୁ ବସ ଜବତ

July 7, 2026

ନୟାଗଡ଼ରେ ଯୁବକଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ: ଭିଡ଼ ହିଂସାରେ ପିଟିପିଟି ହତ୍ୟା ଅଭିଯୋଗ

July 7, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍

July 7, 2026
Latest News

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ

July 7, 2026

AIADMKକୁ ବଡ଼ ଝଟକା: ଦଳ ଛାଡିଲେ କେ. ପଲାନିସ୍ୱାମୀଙ୍କ ଭାଇ କେ.ବି.ଏସ.

July 7, 2026

ଫିଟନେସ ନ ଥିବାରୁ ବସ ଜବତ

July 7, 2026

ନୟାଗଡ଼ରେ ଯୁବକଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ: ଭିଡ଼ ହିଂସାରେ ପିଟିପିଟି ହତ୍ୟା ଅଭିଯୋଗ

July 7, 2026

ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍

July 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.