Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୦ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୬ ହଜାର ୭୫୭ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୦ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୬ ହଜାର ୭୫୭ କୁ ବୃଦ୍ଧି

August 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୭୫୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ବରଗଡ ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୧ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୬ ଜଣ, ଅନୁଗୁଳ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ୫ ଜଣ ଲେଖାଏଁ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ, ଯାଜପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବାଲେଶ୍ଵର, ଝାରସୁଗୁଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଭଦ୍ରକ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୨ ହଜାର ୩୭୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୭୪ ହଜାର ୭୫୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୦ ହଜାର ୮୦୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୭୫୭ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026

ଆଫଗାନିସ୍ତାନରେ ପାକିସ୍ତାନର ବିମାନ ଆକ୍ରମଣ: ୪୦୦ ମୃତ

March 17, 2026
Latest News

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026

ଆଫଗାନିସ୍ତାନରେ ପାକିସ୍ତାନର ବିମାନ ଆକ୍ରମଣ: ୪୦୦ ମୃତ

March 17, 2026

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.