Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୪୦ ହଜାର ୧୨୦ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୪୦ ହଜାର ୧୨୦ ଆକ୍ରାନ୍ତ ଚିହ୍ନଟ

August 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୦ ହଜାର ୧୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୧ ଲକ୍ଷ ୧୭ ହଜାର ୮୨୬ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୦ ହଜାର ୨୫୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୩ ଲକ୍ଷ ୨ ହଜାର ୩୪୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୮୫ ହଜାର ୨୨୭ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026

ମୋଦିଙ୍କ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ଅମିତ ଶାହା: ମନ୍ତ୍ରିପରିଷଦ ପୁନର୍ଗଠନ ନେଇ ଚର୍ଚ୍ଚା ତୀବ୍ର

June 25, 2026

ବର୍ଷ ବର୍ଷର ଯନ୍ତ୍ରଣା ପରେ, ହାତୀ ମାଣିକିକୁ ବନତାରାରେ ମିଳିଲା ନୂତନ ଜୀବନ

June 25, 2026

କ୍ଲିନିକାଲ୍ ଏଷ୍ଟାବ୍ଲିସମେଣ୍ଟ ଆଇନରେ ‘ଜନ ବିଶ୍ୱାସ’ ସଂସ୍କାର; ନିୟାମକ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ

June 25, 2026
Latest News

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026

ମୋଦିଙ୍କ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ଅମିତ ଶାହା: ମନ୍ତ୍ରିପରିଷଦ ପୁନର୍ଗଠନ ନେଇ ଚର୍ଚ୍ଚା ତୀବ୍ର

June 25, 2026

ବର୍ଷ ବର୍ଷର ଯନ୍ତ୍ରଣା ପରେ, ହାତୀ ମାଣିକିକୁ ବନତାରାରେ ମିଳିଲା ନୂତନ ଜୀବନ

June 25, 2026

କ୍ଲିନିକାଲ୍ ଏଷ୍ଟାବ୍ଲିସମେଣ୍ଟ ଆଇନରେ ‘ଜନ ବିଶ୍ୱାସ’ ସଂସ୍କାର; ନିୟାମକ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ

June 25, 2026

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩-୨୪ ଘୋଷିତ : ପୁଷ୍କରା ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.