Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»“ଏକ୍ସିଲେନ୍ସ ଇନ ଏକାଡେମିକ ଲାଇବ୍ରେରି ଆୱାର୍ଡ-୨୦୨୧” ରେ ସମ୍ମାନିତ ହେଲେ ସୋଆ ମୁଖ୍ୟ ଲାଇବ୍ରେରିଆନ୍
ଆଜିର ଖବର

“ଏକ୍ସିଲେନ୍ସ ଇନ ଏକାଡେମିକ ଲାଇବ୍ରେରି ଆୱାର୍ଡ-୨୦୨୧” ରେ ସମ୍ମାନିତ ହେଲେ ସୋଆ ମୁଖ୍ୟ ଲାଇବ୍ରେରିଆନ୍

August 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ମୁଖ୍ୟ ଲାଇବ୍ରେରିଆନ ଡ. ଡ଼ି.ବି.ରମେଶ ନିଜ କାର୍ଯ୍ୟକ୍ଷେତ୍ରରେ ଉତ୍କର୍ଷତା ଓ ଦକ୍ଷତା ନିମନ୍ତେ “ଏକ୍ସିଲେନ୍ସ ଇନ ଏକାଡେମିକ ଲାଇବ୍ରେରି ଆୱାର୍ଡ-୨୦୨୧” ନିମନ୍ତେ ମନୋନୀତ ହୋଇଛନ୍ତି।

ଚଳିତ ବର୍ଷ ନିମ୍ବସ ଅନଲାଇନ ପ୍ରାଇଭେଟ ଲିମିଟେଡ ଏବଂ କେନ୍ଦ୍ର ସରକାରଙ୍କ ଲାଇବ୍ରେରି ସଂଘ ପକ୍ଷରୁ ମିଳିତ ଭାବରେ ଏହି ସମ୍ମାନ ପ୍ରଦାନର ଆୟୋଜନ କରାଯାଇଛି। କାର୍ଯ୍ୟକ୍ଷେତ୍ରରେ ସଫଳତା, କାର୍ଯ୍ୟଦକ୍ଷତା ଓ ସମର୍ପଣ ଭାବ ନିମନ୍ତେ ଡ. ରମେଶଙ୍କୁ ଏହି ସମ୍ମାନ ପାଇଁ ମନୋନୀତ କରାଯାଇଥିବା ନେଇ ତାଙ୍କୁ ପ୍ରଦାନ କରାଯାଇଥିବା ସନ୍ଦର୍ଭରେ ଦର୍ଶାଯାଇଛି।

କେନ୍ଦ୍ର ସରକାର ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ: ଯୋଗଦେଲେ ଉପରାଷ୍ଟ୍ରପତି

July 9, 2026

ଆଉ ଏକ ସିରିଜ୍ ହାରିଲା ଭାରତ: ଶେଷ ODI ୧ ୱିକେଟ୍ ରେ ଜିତିଲା ଶ୍ରୀଲଙ୍କା 

July 9, 2026

କଳିଙ୍ଗ ସାହିତ୍ୟ ମହୋତ୍ସବ ପକ୍ଷରୁ ୨୦୨୬ ବୁକ୍ ଆୱାର୍ଡସ ପାଇଁ ହିନ୍ଦୀ ସର୍ଟଲିଷ୍ଟ ଘୋଷଣା

July 9, 2026

ଓଡ଼ିଶା ମାଟିରୁ ନୀଳ ବିପ୍ଳବର ଶୁଭାରମ୍ଭ, ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନର ଶୁଭାରମ୍ଭ କଲେ ଉପରାଷ୍ଟ୍ରପତି

July 9, 2026
Latest News

ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାକ୍ଷାତ

July 9, 2026

ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ: ଯୋଗଦେଲେ ଉପରାଷ୍ଟ୍ରପତି

July 9, 2026

ଆଉ ଏକ ସିରିଜ୍ ହାରିଲା ଭାରତ: ଶେଷ ODI ୧ ୱିକେଟ୍ ରେ ଜିତିଲା ଶ୍ରୀଲଙ୍କା 

July 9, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ବଙ୍ଗଳାରେ ବଡ଼ ରାଜନୈତିକ ହଲଚଲ: ବିଜେପିରେ ଯୋଗଦେଲେ ତିନି ପୂର୍ବତନ ଟିଏମସି ସାଂସଦ

July 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.