Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ଏବଂ ରାଉରକେଲା ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
ଆଜିର ଖବର

ପୁରୀ ଏବଂ ରାଉରକେଲା ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ୍

August 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଉରକେଲା ଏବଂ ପୁରୀ ମଧ୍ୟରେ ଏକ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବା ପାଇଁ ରେଳବାଇ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ରାଉରକେଲା ଠାରୁ ଏହି ଟ୍ରେନ୍ ଅଗଷ୍ଟ ମାସ ୨୪ ତାରିଖ ଠାରୁ ଛାଡି ପୁରୀ ଅଭିମୁଖେ ଯାତ୍ରା କରିବ ଏବଂ ପୁରୀରୁ ଅଗଷ୍ଟ ମାସ ୨୫ ତାରିଖ ଠାରୁ ଛାଡି ରାଉରକେଲା ଅଭିମୁଖେ ଯାତ୍ରା ପ୍ରାରମ୍ଭ କରି ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ଚଳାଚଳ କରିବ। ରାଉରକେଲା ଠାରୁ ଏହି ଟ୍ରେନ୍ ପୂର୍ବାହ୍ନ ୮ଘ.୦୫ମି.ରେ ଛାଡିବାକୁ ଥିବାବେଳେ ପୁରୀ ଠାରୁ ଏହି ଟ୍ରେନ ଭୋର ୪ଘ.୩୫ମି.ରେ ଛାଡିବ।

ତାଳଚେର ଓ ସମ୍ବଲପୁର ରେଳ ସେକ୍ସନରେ ଦୋହରୀକରଣ କାର୍ଯ୍ୟ ସମ୍ପାଦନ ପାଇଁ ଏବଂ ଯାତ୍ରୀ ମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏହି ଟ୍ରେନକୁ ରାଉରକେଲା ଓ ସମ୍ବଲପୁର ମଧ୍ୟରେ ଚଳାଚଳ କରାଇବାପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଇଅଛି। ଏହି ଟ୍ରେନ ଅଗଷ୍ଟ ମାସ ୧୩ ତାରିଖ ଠାରୁ ୨୩ ତାରିଖ ମଧ୍ୟରେ ରାଉରକେଲାରୁ ଛାଡି ସମ୍ବଲପୁର ଯାତ୍ରାକରିବାକୁ ଥିବାବେଳେ ଏହା ଅଗଷ୍ଟ ମାସ ୧୪ ତାରିଖ ଠାରୁ ୨୪ ତାରିଖ ମଧ୍ୟରେ ସମ୍ବଲପୁର ଠାରୁ ଛାଡି ରାଉରକେଲା ଯାତ୍ରା କରିବ।

ପୁରୀ ରାଉରକେଲା ସ୍ୱତନ୍ତ୍ର ଟ୍ରେନ୍
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.