Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧ ହଜାର ୧୯୮ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧ ହଜାର ୧୯୮ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

August 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧ ହଜାର ୧୯୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୫୬, କଟକରୁ ୧୭୧, ଯାଜପୁରରୁ ୬୩, ଜଗତସିଂହପୁରରୁ ୫୯, ପୁରୀରୁ ୫୬, ଅନୁଗୁଳରୁ ୫୧, ବାଲେଶ୍ବରରୁ ୪୧, ଭଦ୍ରକରୁ ୪୦, ମୟୂରଭଞ୍ଜରୁ ୩୨, କେନ୍ଦ୍ରାପଡାରୁ ୨୭, ଢେଙ୍କାନାଳରୁ ୧୬, କେନ୍ଦୁଝରରୁ ୧୪, ସୁନ୍ଦରଗଡରୁ ୧୩, ରାୟଗଡାରୁ ୧୨, ବୌଦ୍ଧରୁ ୫, ଗଞ୍ଜାମରୁ ୫, ଝାରସୁଗୁଡାରୁ ୫, କୋରାପୁଟରୁ ୫, ମାଲକାନଗିରିରୁ ୫, ସମ୍ବଲପୁରରୁ ୫, ସମ୍ବଲପୁରରୁ ୫, କଳାହାଣ୍ଡିରୁ ୩, କନ୍ଧମାଳରୁ ୩, ସୋନପୁରରୁ ୩, ନୂଆପଡାରୁ ୨, ଦେବଗଡରୁ ୧ ଏବଂ ଷ୍ଟେଟ ପୁଲରୁ ୧୦୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୭୭ ହଜାର ୧୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୩ ହଜାର ୫୦୭ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯ ହଜାର ୪୩୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୮୨୩ କୁ ବୃଦ୍ଧି ହୋଇଛି।

covid patient recovered କରୋନା ଆକ୍ରାନ୍ତ ସୁସ୍ଥ ଆକ୍ରାନ୍ତ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026

ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବିଚାରପତି ଶତ୍ରୁଘନ ପୂଜାହାରୀ 

March 30, 2026
Latest News

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026

ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବିଚାରପତି ଶତ୍ରୁଘନ ପୂଜାହାରୀ 

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.