Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋଟିଏ ଦିନ ପରେ ସର୍ବସାଧାରଣଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର, ପ୍ରଶାସନ ତରଫରୁ ପ୍ରସ୍ତୁତି ଆରମ୍ଭ
ଆଜିର ଖବର

ଗୋଟିଏ ଦିନ ପରେ ସର୍ବସାଧାରଣଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର, ପ୍ରଶାସନ ତରଫରୁ ପ୍ରସ୍ତୁତି ଆରମ୍ଭ

August 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ, ଆସନ୍ତା୧୬ ତାରିଖରୁ ସର୍ବସାଧାରଣଙ୍କ ଦର୍ଶନ ପାଇଁ ଶ୍ରୀ ଜଗନ୍ନାଥ ମନ୍ଦିର ଖୋଲିବାର ନିଷ୍ପତ୍ତି ହୋଇଛି। ସେହି ଅନୁଯାୟୀ ଓ କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ଭକ୍ତମାନଙ୍କ ସୁବିଧା ନିମନ୍ତେ ଶେଡ୍, ସାନିଟାଇଜେସନ୍ ସୁବିଧା ସହ ଅନ୍ୟାନ୍ୟ ଆବଶ୍ୟକୀୟ ବ୍ୟବସ୍ଥା କରାଯାଉଛି ।

୧୬ ତାରିଖରୁ ପ୍ରଥମେ ପୁରୀବାସୀଙ୍କୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି। ଅଗଷ୍ଟ ୨୧ ତାରିଖ ଏବଂ ୨୨ ତାରିଖରେ ସପ୍ତାହନ୍ତ ସଟଡାଉନ ଥିବାରୁ ଏହି ଦିନ ଶ୍ରୀମନ୍ଦିରରେ ପ୍ରବେଶ ନିଷେଧ କରାଯାଇଛି। ପ୍ରତ୍ୟେକ ସପ୍ତାହନ୍ତ ସଟଡାଉନ ଏବଂ ପର୍ବପର୍ବାଣିରେ ଶ୍ରୀମନ୍ଦିରରେ ପ୍ରବେଶ ପାଇଁ ଅନୁମତି ନାହିଁ।

ଆସନ୍ତା ୨୩ ତାରିଖ ଠାରୁ ସମସ୍ତ ଶ୍ରଦ୍ଧାଳୁଙ୍କୁ ଦର୍ଶନ ପାଇଁ ଅନୁମତି ମିଳିଛି। ତେବେ ସେଥିପାଇଁ ଶ୍ରଦ୍ଧାଳୁମାନେ ଉଭୟ ଡୋଜ ଟୀକା ନେଇଥିବା ଆବଶ୍ୟକ କିମ୍ବା ୯୬ ଘଣ୍ଟା ପୂର୍ବର ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖେଇବା ଅନିବାର୍ଯ୍ୟ। ସକାଳ ୭ ଟାରୁ ସନ୍ଧ୍ୟା ୭ ଟା ଯାଏଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି। କୋଭିଡ କଟକଣାକୁ ମାନି ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

purishreemandir shreemandir ପୁରୀ ଶ୍ରୀମନ୍ଦିର ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ପିଆଜ ଦରରେ ଲାଗିବ ଲଗାମ: ଟ୍ରାକ୍‌ରେ ଆସିଲା ‘କାନ୍ଦା  ଏକ୍ସପ୍ରେସ’

August 25, 2026

୧୯୫ କେଜି ଗଞ୍ଜେଇ ଜବତ

August 25, 2026

ଛୁରି ଦେଖାଇ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୫ ମାସର ଗର୍ଭବତୀ

August 25, 2026

ଦେଶବ୍ୟାପୀ ଆୟୋଜିତ ହେବ “ଖେଲୋ ଇଣ୍ଡିଆ ଡାଏଲଗ୍”

August 25, 2026
Latest News

ବର୍ଦ୍ଧିତ ଚିନି ଦର ମଧ୍ୟରେ ଆମଦାନୀ ନିୟମ ପରିବର୍ତ୍ତନ କଲେ ସରକାର

August 25, 2026

ପିଆଜ ଦରରେ ଲାଗିବ ଲଗାମ: ଟ୍ରାକ୍‌ରେ ଆସିଲା ‘କାନ୍ଦା  ଏକ୍ସପ୍ରେସ’

August 25, 2026

୧୯୫ କେଜି ଗଞ୍ଜେଇ ଜବତ

August 25, 2026

ଛୁରି ଦେଖାଇ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୫ ମାସର ଗର୍ଭବତୀ

August 25, 2026

ଦେଶବ୍ୟାପୀ ଆୟୋଜିତ ହେବ “ଖେଲୋ ଇଣ୍ଡିଆ ଡାଏଲଗ୍”

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.