Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୨୧ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୨୧ କୁ ବୃଦ୍ଧି

August 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୨୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ଜଗତସିଂହପୁରା ଜିଲ୍ଲାରୁ ୮ ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୭ ଜଣ, ବାଲେଶ୍ଵର, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ ଲେଖାଏଁ, ଢେଙ୍କାନାଳ, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ପୁରୀ, ରାୟଗଡା ଜିଲ୍ଲାରୁ ୩ ଜଣ ଲେଖାଏଁ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୬ ହଜାର ୧୫୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୭୯ ହଜାର ୪୦୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯ ହଜାର ୬୭୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୨୧ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026
Latest News

“ଆରଏସଏସକୁ ବ୍ୟାନ୍ କର”: USCIRFର ମୁଖ୍ୟଙ୍କ ବଡ଼ ଦାବି

August 20, 2026

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଏବେ ଲୋକସଭା ଆସନ ପାଇଁ ବଡ଼ ନିଷ୍ପତ୍ତି ନେଲା କଂଗ୍ରେସ: ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ପ୍ରସ୍ତାବ ପାସ୍

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.