Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏହି ତାରିଖରୁ ଆରମ୍ଭ ହେବ ଯୁକ୍ତ-୩ ର ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା
ଆଜିର ଖବର

ଏହି ତାରିଖରୁ ଆରମ୍ଭ ହେବ ଯୁକ୍ତ-୩ ର ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା

August 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ଯୁକ୍ତ-୩ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏହି ଆବେଦନ ପ୍ରକ୍ରିୟା ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ସେପ୍ଟେମ୍ବର ୯ ତାରିଖରେ ଏହାର ପ୍ରଥମ କର୍ଟ ଅଫ ତାଲିକା ପ୍ରକାଶ ପାଇବ। ସେହିପରି ଦ୍ୱିତୀୟ କର୍ଟ ଅଫ ତାଲିକା ସେପ୍ଟେମ୍ବର ୨୧ ତାରିଖରେ ପ୍ରକାଶ ପାଇବ। ସାମ୍ସ ପୋର୍ଟାଲ ମାଧ୍ୟମରେ ସେପ୍ଟେମ୍ବର ୯ ରୁ ୧୪ ତାରିଖ ମଧ୍ୟରେ ଆବେଦନ ପାଇଁ ଆବଶ୍ୟକ ଫି ଦାଖଲ କରାଯିବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆବେଦନ ପ୍ରକ୍ରିୟା ଉଚ୍ଚଶିକ୍ଷା ବିଭାଗ ଯୁକ୍ତ-୩
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Latest News

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.