Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଲ୍‌ଭର ଗାନ୍ଧୀଙ୍କୁ ପ୍ରଶଂସା ପତ୍ର ପଠାଇଲେ କେନ୍ଦ୍ର ସ୍ୱଚ୍ଛଭାରତ ଓ ଜଳଶକ୍ତି ମନ୍ତ୍ରୀ
ଆଜିର ଖବର

ସିଲ୍‌ଭର ଗାନ୍ଧୀଙ୍କୁ ପ୍ରଶଂସା ପତ୍ର ପଠାଇଲେ କେନ୍ଦ୍ର ସ୍ୱଚ୍ଛଭାରତ ଓ ଜଳଶକ୍ତି ମନ୍ତ୍ରୀ

August 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶାରେ ସିଲ୍‌ଭର ଗାନ୍ଧୀ ଭାବେ ପରିଚିତ ମୋହନ ମହାପାତ୍ର ଦୀର୍ଘଦିନ ଧରି ଦେଶରେ ଶାନ୍ତି ପ୍ରତଷ୍ଠା ପାଇଁ ପଦଯାତ୍ରା ଚଳାଇ ଆସୁଛନ୍ତି। ଗତ ୭୫ତମ ସ୍ୱାଧୀନତା ଦିବସରୁ ନିଜ ପଦଯାତ୍ରା ଆରମ୍ଭ କରି ବନାରସରୁ ଆରମ୍ଭ କରି ଦୀର୍ଘ ୮୦୦ କିଲୋମିଟର ପଦଯାତ୍ରା କରି ଅକ୍ଟୋବର ୨ ତାରିଖରେ ଦିଲ୍ଲୀରେ ପହଞ୍ଚି ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରଖିଛନ୍ତି।

ସିଲ୍‌ଭର ଗାନ୍ଧୀଙ୍କ ଏପରି ଉଦ୍ୟମକୁ ପ୍ରଶଂସା କରି କେନ୍ଦ୍ର ସ୍ୱଚ୍ଛଭାରତ ଓ ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖୱତ ଓଡ଼ିଶା ମନ୍ତ୍ରୀ ପ୍ରତାପ ଜେନାଙ୍କ ମଧ୍ୟମରେ ଏକ ଚିଠି ପ୍ରଦାନ କରିଛନ୍ତି। ତେଣୁ ସିଲ୍‌ଭର ଗାନ୍ଧୀଙ୍କ ଉପରେ ରାଜ୍ୟ ସରକାରଙ୍କ ନଜର ପଡ଼ିଲେ, ସେ ଆଗକୁ ପଦଯାତ୍ରା ବଜାୟ ରଖିବେ ବୋଲି ସିଲଭର ଗାନ୍ଧୀଙ୍କ କୋଚ ଲିମ୍‌କା ୟୁନିକ୍ ଇଣ୍ଡିଆ ୱାଲର୍ଡ଼ ରେକର୍ଡ଼କାରୀ, ଗାନ୍ଧିବାଦୀ, ଭୁବନେଶ୍ୱର, ପ୍ରଚାରକ, ମୁଖ୍ୟମନ୍ତ୍ରୀଙ୍କ ଅହିଂସା ରଥ ମୁଖ୍ୟ ଅଶୋକ କୁମାର ସାହୁ କହିଛନ୍ତି।

ଏଠାରେ ପ୍ରକାଶଯୋଗ୍ୟ ଯେ ପୂର୍ବରୁ ସିଲ୍‌ଭର ଗାନ୍ଧୀଙ୍କ ଉପରେ ଏକ ହିନ୍ଦୀ ଚଳଚ୍ଚିତ୍ର ନର୍ମାଣ ହୋଇ ପ୍ରଧାମନ୍ତ୍ରୀଙ୍କ ଦ୍ୱାରା ଉଚ୍ଚ ପ୍ରଶଂସିତ ହୋଇଛି।

ସିଲ୍‌ଭର ଗାନ୍ଧୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026
Latest News

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.