Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୫ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୮୬ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୫ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୮୬ କୁ ବୃଦ୍ଧି

August 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୮୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁରା ଜିଲ୍ଲାରୁ ୧୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ ଜଣ, ଅନୁଗୁଳ ଓ ବାଲେଶ୍ଵର ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଭଦ୍ରକ, ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୨ ଜଣ, ଗଞ୍ଜାମ, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ ଓ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୭ ହଜାର ୧୪୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୮୦ ହଜାର ୪୭୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯ ହଜାର ୫୩୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୮୬ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ପାଚିଲା ଫଳର ଉପକାରୀତା ସମ୍ପର୍କିତ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

September 7, 2026

ପଞ୍ଜାବ ସରକାରଙ୍କ ବିରୋଧ ସତ୍ତ୍ୱେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଅଶ୍ୱନୀ ମିଶ୍ର

September 7, 2026

ଟିଏମସି ସାଂସଦ ନଦୀମୁଲ ହକ୍ ଉପରେ ଇଡି ର କାର୍ଯ୍ୟାନୁଷ୍ଠାନ: ୭ଟି ସ୍ଥାନରେ ଚଢ଼ାଉ

September 7, 2026

ସତ୍ୟ ନିକେତନ ଦୁର୍ଘଟଣା ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି: ପୁରୁଣା କୋଠାରେ ଚାଲିବନି PG, ସ୍କୁଲ ଓ ନର୍ସିଂ ହୋମ୍!

September 7, 2026
Latest News

ନେପାଳ ଜଳପ୍ରଳୟ: ମୃତ୍ୟୁ ସଂଖ୍ୟା ୧୩୫୫କୁ ବୃଦ୍ଧି

September 7, 2026

ସତ୍ୟ ନିକେତନ ଘଟଣାର ପ୍ରଥମ ବଡ଼ କାର୍ଯ୍ୟାନୁଷ୍ଠାନ: ୫ MCD ଅଧିକାରୀ ନିଲମ୍ବିତ

September 7, 2026

ପାଚିଲା ଫଳର ଉପକାରୀତା ସମ୍ପର୍କିତ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

September 7, 2026

ଆଜି LPG ର e-KYC ପାଇଁ ଶେଷ ସୁଯୋଗ: ଏବେ କିପରି ପାଇବେ ଗ୍ୟାସ ସିଲିଣ୍ଡର?

September 7, 2026

ପଞ୍ଜାବ ସରକାରଙ୍କ ବିରୋଧ ସତ୍ତ୍ୱେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଅଶ୍ୱନୀ ମିଶ୍ର

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.