Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନାରେ ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ପରଲୋକ
ଆଜିର ଖବର

କରୋନାରେ ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ପରଲୋକ

August 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ପରଲୋକ। ମାତ୍ର ୪୪ ବର୍ଷ ବୟସରେ ସଂଗ୍ରାମଙ୍କ ପରଲୋକ ହୋଇଛି। କୋଭିଡ୍ ଆକ୍ରାନ୍ତ ହୋଇ ହାଇଦ୍ରାବାଦରେ ଚିକିତ୍ସିତ ହେଉଥିଲେ। ପରଲୋକ ନେଇ ସୂଚନା ଦେଲେ ତାଙ୍କ ସାନ ଭାଇ ମନୋଜ ଜେନା। ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ ହେଉଛନ୍ତି ସଂଗ୍ରାମ ଜେନା। ସମସ୍ତେ ଶ୍ରଦ୍ଧାରେ ତାଙ୍କୁ ବାପି ବୋଲି ସମ୍ବୋଧିତ କରନ୍ତି। ତାଙ୍କର ମୃତ୍ୟୁ କଂଗ୍ରେସ ପାଇଁ ଏକ ଅପୂରଣୀୟ ‍‍କ୍ଷତି। ତାଙ୍କର ମୃତ୍ୟୁରେ ଛାତ୍ର ଓ ଯୁବ ଗୋଷ୍ଠୀ ମହଲରେ ଶୋକର ଛାୟା ଖେଳିଯାଇଛି।

ସେ ଅନେକ ଦିନ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ପରେ ସ୍ୱାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ଇକ୍‌ମୋ ଚିକିତ୍ସା ପାଇଁ ହାଇଦ୍ରାବାଦ ନିଆଯାଇଥିଲା। ସେ ୮୪ ଦିନ ହେବ ଇକ୍‌ମୋ ଚିକିତ୍ସାରେ ଚିକିତ୍ସିତ ହେଉଥିଲେ। ତା’ପୂର୍ବରୁ ଓଡ଼ିଶାରେ ୩ ସପ୍ତାହରୁ ଅଧିକ ଦିନ ଧରି ଏକ ଘରୋଇ ହସ୍‌ପିଟାଲ୍‌ରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।

ସେ ଯୁବ କଂଗ୍ରେସ ସଭାପତି, ଛାତ୍ର କଂଗ୍ରେସ, ସଭାପତି, ପିସିସିର ସାଧାରଣ ସମ୍ପାଦକ, ଓ କଟକର ଜିଲ୍ଲା ପ୍ରଭାରୀ ଥିଲେ। ସେ ଅନେକ ସାମାଜିକ ସେବା ସହ ଜଡିତ ଥିଲେ। ଯୁବକମାନହ୍କୁ ଏକାଠି କରି କିପରି କାମ କରିହେବ, ଲୁଲୁଙ୍କ ପରେ ସେ ଦ‍‍‍କ୍ଷତା ତାଙ୍କ ନିକଟରେ ଥିଲା। ତାଙ୍କରି ନେତୃତ୍ୱରେ ହିଁ ହଜାର ହଜାର ଯୁବକ ଓ ଛାତ୍ରମାନେ ବିଭିନ୍ନ ପ୍ରସଙ୍ଗକୁ ନେଇ ସ୍ୱର ଉତ୍ତୋଳନ କରୁଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଡେୟାରୀ କ୍ଷେତ୍ରକୁ ମିଳିଲା ଡିଜିଟାଲ୍ ଗତି; ଏକାଧିକ ପୋର୍ଟାଲ ଓ ଏସଓପିର ଉଦ୍‌ଘାଟନ କଲେ କେନ୍ଦ୍ର ମନ୍ତ୍ରୀ

July 9, 2026

ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ: ଯୋଗଦେଲେ ଉପରାଷ୍ଟ୍ରପତି

July 9, 2026

ଆଉ ଏକ ସିରିଜ୍ ହାରିଲା ଭାରତ: ଶେଷ ODI ୧ ୱିକେଟ୍ ରେ ଜିତିଲା ଶ୍ରୀଲଙ୍କା 

July 9, 2026

କଳିଙ୍ଗ ସାହିତ୍ୟ ମହୋତ୍ସବ ପକ୍ଷରୁ ୨୦୨୬ ବୁକ୍ ଆୱାର୍ଡସ ପାଇଁ ହିନ୍ଦୀ ସର୍ଟଲିଷ୍ଟ ଘୋଷଣା

July 9, 2026
Latest News

ଡେୟାରୀ କ୍ଷେତ୍ରକୁ ମିଳିଲା ଡିଜିଟାଲ୍ ଗତି; ଏକାଧିକ ପୋର୍ଟାଲ ଓ ଏସଓପିର ଉଦ୍‌ଘାଟନ କଲେ କେନ୍ଦ୍ର ମନ୍ତ୍ରୀ

July 9, 2026

ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାକ୍ଷାତ

July 9, 2026

ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ: ଯୋଗଦେଲେ ଉପରାଷ୍ଟ୍ରପତି

July 9, 2026

ଆଉ ଏକ ସିରିଜ୍ ହାରିଲା ଭାରତ: ଶେଷ ODI ୧ ୱିକେଟ୍ ରେ ଜିତିଲା ଶ୍ରୀଲଙ୍କା 

July 9, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.