Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ମଇଦାନରେ ୩୯୮ ପ୍ରାର୍ଥୀ
ଆଜିର ଖବର

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ମଇଦାନରେ ୩୯୮ ପ୍ରାର୍ଥୀ

April 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଏପ୍ରିଲ ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ପ୍ରକାଶ ପାଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ ୬ଟି ଲୋକସଭା ଏବଂ ୪୨ଟି ବିଧାନସଭାରେ ନିର୍ବାଚନ ଅନୁଷ୍ଠିତ ହେବ। ଲୋକସଭା ଆସନ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ନିର୍ବାଚନ ହେବ। ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୫୨ ଜଣ ପ୍ରାର୍ଥୀ ପ୍ରତିନ୍ଦ୍ୱନ୍ଦିତା କରୁଥିବା ବେଳେ ବିଧାନସଭା ରଣାଙ୍ଗନରେ ୩୪୬ ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିନ୍ଦ୍ୱନ୍ଦିତା ହେବ। ପ୍ରାର୍ଥୀଙ୍କ ମଧ୍ୟରୁ ୩୧୧ ଜଣ ପୁରୁଷ ଥିବା ବେଳେ ୩୪ ଜଣ ମହିଳା ଓ ୩ ଜଣ ତୃତୀୟ ଲିଙ୍ଗ ପ୍ରାର୍ଥୀ ଅଛନ୍ତି। ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଭୋଟ ଗ୍ରହଣ ପାଇଁ ୧୦ ହଜାର ୭୯୨ଟି ବୁଥ କରାଯାଇଥିବା ବେଳେ ମୋଟ ୯୫ ଲକ୍ଷ ୧୪ ହଜାର ୮୮୩ ଜଣ ଭୋଟର ଭୋଟ ଦେବେ। ଭୋଟରଙ୍କ ମଧ୍ୟରେ ୪୯ ଲକ୍ଷ ୮ ହଜାର ୫୭୫ ଜଣ ପୁରୁଷ ରହିଥିବା ବେଳେ ୪୬ ଲକ୍ଷ ୫ ହଜାର ୬୯୪ ଜଣମହିଳା ପ୍ରାର୍ଥୀ ରହିଛନ୍ତି। ଭୋଟର ତାଲିକାରେ ୬୧୫ ଜଣ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି।

candidate election fourthphase nomination thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026
Latest News

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026

୧୬ ରେ ପୁଣି କକ୍‌ରୋଚ୍ ଜନତା ପାର୍ଟିର ବିକ୍ଷୋଭ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.