Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାଲକାନଗିରି ଗସ୍ତ, ସ୍ମାଟ କାର୍ଡର କରିବେ ଶୁଭାରମ୍ଭ
ଆଜିର ଖବର

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାଲକାନଗିରି ଗସ୍ତ, ସ୍ମାଟ କାର୍ଡର କରିବେ ଶୁଭାରମ୍ଭ

August 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାଲକାନଗିରି ଗସ୍ତ, ସ୍ମାଟ କାର୍ଡର କରିବେ ଶୁଭାରମ୍ଭ

ଭୁବନେଶ୍ବର, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିନିକିଆ ମାଲକାନଗିରି ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ସକାଳ 11ଟା 30 ମିନଟରେ ଭୁବନେଶ୍ବରରୁ ହେଲିକାପ୍ଟରରେ ବାହାରି ଜିଲ୍ଲା ଷ୍ଟାଣ୍ଡିୟମରେ ଓହ୍ଲାଇବେ। ସେଠାରୁ ସେ ଜିଲ୍ଲା ସଂସ୍କୃତି ଭବନରେ 150 ଜଣ ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନର ସ୍ମାର୍ଟ କାର୍ଡ ବଣ୍ଟନ କରିବେ।

ଯେଉଁ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ଗ୍ରହଣ କରିବେ ସେମାନଙ୍କର କୋଭିଡ ଟେଷ୍ଟ କରାଯାଇଛି। ନେଗେଟିଭ ଆସିଥିବା ହିତାଧିକାରୀଙ୍କୁ ଏଥିରେ ସାମିଲ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ସଫଳ କରିବା ପାଇଁ ସେଠାରେ ପୂର୍ବରୁ 8 ଜଣ ମନ୍ତ୍ରୀ ଏବଂ ବହୁ ବିଧାୟକ ଡେରା ପକାଇଛନ୍ତି। ବିଜେଡିର ସଂଗଠନ ସଂପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ ଏହାର ନେତୃତ୍ୟ ନେଇଛନ୍ତି। ମୁଖ୍ୟମନ୍ତ୍ରୀ କାର୍ଡ ବଣ୍ଟନ କରିବା ପରେ ଏହି ମନ୍ତ୍ରୀମାନେ ତିନିଦିନ ପର୍ଯ୍ୟନ୍ତ ବିଭିନ୍ନ ବ୍ଲକରେ ଅନ୍ୟ ହିତାଧିକାରୀଙ୍କ ଏହି କାର୍ଡ ବଣ୍ଟନ କରିବେ। କୋଭିଡ ଦ୍ବିତୀୟ ଲହର ଥମିବା ପରେ ଏହା ହେଉଛି ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଜିଲ୍ଲା ଗସ୍ତ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଲକାନଗିରି ସ୍ମାର୍ଟ କାର୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026

ଅସଲ ଟିଏମସି କିଏ? ପ୍ରଶ୍ନରେ ଉଠିଲା ଝଡ଼; କୋର୍ଟ ଓ ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର

June 15, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ବିଜୟ ସହିତ ଟି-20 ବିଶ୍ୱକପ୍ ଅଭିଯାନ ଆରମ୍ଭ କଲା ଟିମ ଇଣ୍ଡିଆ

June 15, 2026

ଚିକିତ୍ସା ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ଅଭିଯୋଗ

June 15, 2026
Latest News

ସଡ଼କ ସଂଯୋଗର ନୂଆ ଯୁଗ: ବିକଶିତ ଭାରତ ସ୍ୱପ୍ନକୁ ଶକ୍ତି ଯୋଗାଉଛି ରାଜପଥ ପରିବର୍ତ୍ତନ

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026

ଅସଲ ଟିଏମସି କିଏ? ପ୍ରଶ୍ନରେ ଉଠିଲା ଝଡ଼; କୋର୍ଟ ଓ ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର

June 15, 2026

‘ଭାରତ ଇନୋଭେଟ୍ସ ୨୦୨୬’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 15, 2026

ଏହି ଦଳରେ ମିଶିବେ ୨୦ ବିଦ୍ରୋହୀ ଟିଏମସି ସାଂସଦ: ଏନଡିଏ କୁ କରିବେ ସମର୍ଥନ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.