Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାଇଡସ୍ କାଡିଲା ଦ୍ଵାରା ତିନି-ଡୋଜ୍ ବିଶିଷ୍ଟ କରୋନା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ମିଳିଲା ଅନୁମତି
ଆଜିର ଖବର

ଜାଇଡସ୍ କାଡିଲା ଦ୍ଵାରା ତିନି-ଡୋଜ୍ ବିଶିଷ୍ଟ କରୋନା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ମିଳିଲା ଅନୁମତି

August 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସେଣ୍ଟ୍ରାଲ୍ ଡ୍ରଗ୍ ଅଥରିଟି ଅଫ୍ ଇଣ୍ଡିଆର ଏକ ବିଶେଷଜ୍ଞ ପ୍ୟାନେଲ୍ ଜାଇଡସ୍ କ୍ୟାଡିଲାର ତିନି-ଡୋଜ୍ କୋଭିଡ୍ -୧୯ ଟିକା ‘ଜାଇକୋଭ୍-ଡି’ର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମୋଦନ ଦେଇଛି। ସେଣ୍ଟ୍ରାଲ୍ ଡ୍ରଗ୍ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ୍ ଅର୍ଗାନାଇଜେସନ୍ (ସିଡିଏସକୋ) ର କୋଭିଡ୍ -୧୯ ଉପରେ ବିଷୟ ବିଶେଷଜ୍ଞ କମିଟି (ଏସଇସି) ଗୁରୁବାର ଦିନ ଜାଇଡସ୍ କ୍ୟାଡିଲା ଦ୍ଵାରା ଦାଖଲ ହୋଇଥିବା ଆବେଦନ ଉପରେ ବିଚାର ବିମର୍ଶ କରିଛି ଏବଂ ଏହାର ତିନି-ଡୋଜ୍ କରୋନା ଭୂତାଣୁ ଟିକାର ଜରୁରୀକାଳୀନ ବ୍ୟବହାରକୁ ଅନୁମୋଦନ କରିଛି। ଚୂଡ଼ାନ୍ତ ଅନୁମୋଦନ ପାଇଁ ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ (ଡିସିଜିଆଇ) କୁ ସୁପାରିଶ ପାଇଁ ପଠାଯାଇଛି।

କୋଭିଡ୍ -୧୯ ଟିକା ଜରୁରୀକାଳୀନ ବ୍ୟବହାର ଜାଇକୋଭ୍-ଡି ଜାଇଡସ୍ କ୍ୟାଡିଲା ସେଣ୍ଟ୍ରାଲ୍ ଡ୍ରଗ୍ ଅଥରିଟି ଅଫ୍ ଇଣ୍ଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.