Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାଇଡସ୍ କାଡିଲା ଦ୍ଵାରା ତିନି-ଡୋଜ୍ ବିଶିଷ୍ଟ କରୋନା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ମିଳିଲା ଅନୁମତି
ଆଜିର ଖବର

ଜାଇଡସ୍ କାଡିଲା ଦ୍ଵାରା ତିନି-ଡୋଜ୍ ବିଶିଷ୍ଟ କରୋନା ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ମିଳିଲା ଅନୁମତି

August 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସେଣ୍ଟ୍ରାଲ୍ ଡ୍ରଗ୍ ଅଥରିଟି ଅଫ୍ ଇଣ୍ଡିଆର ଏକ ବିଶେଷଜ୍ଞ ପ୍ୟାନେଲ୍ ଜାଇଡସ୍ କ୍ୟାଡିଲାର ତିନି-ଡୋଜ୍ କୋଭିଡ୍ -୧୯ ଟିକା ‘ଜାଇକୋଭ୍-ଡି’ର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମୋଦନ ଦେଇଛି। ସେଣ୍ଟ୍ରାଲ୍ ଡ୍ରଗ୍ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ୍ ଅର୍ଗାନାଇଜେସନ୍ (ସିଡିଏସକୋ) ର କୋଭିଡ୍ -୧୯ ଉପରେ ବିଷୟ ବିଶେଷଜ୍ଞ କମିଟି (ଏସଇସି) ଗୁରୁବାର ଦିନ ଜାଇଡସ୍ କ୍ୟାଡିଲା ଦ୍ଵାରା ଦାଖଲ ହୋଇଥିବା ଆବେଦନ ଉପରେ ବିଚାର ବିମର୍ଶ କରିଛି ଏବଂ ଏହାର ତିନି-ଡୋଜ୍ କରୋନା ଭୂତାଣୁ ଟିକାର ଜରୁରୀକାଳୀନ ବ୍ୟବହାରକୁ ଅନୁମୋଦନ କରିଛି। ଚୂଡ଼ାନ୍ତ ଅନୁମୋଦନ ପାଇଁ ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ (ଡିସିଜିଆଇ) କୁ ସୁପାରିଶ ପାଇଁ ପଠାଯାଇଛି।

କୋଭିଡ୍ -୧୯ ଟିକା ଜରୁରୀକାଳୀନ ବ୍ୟବହାର ଜାଇକୋଭ୍-ଡି ଜାଇଡସ୍ କ୍ୟାଡିଲା ସେଣ୍ଟ୍ରାଲ୍ ଡ୍ରଗ୍ ଅଥରିଟି ଅଫ୍ ଇଣ୍ଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

‘ଦିବ୍ୟାଙ୍ଗ କୌଶଳ ଯୋଜନା’: ଦିବ୍ୟାଙ୍ଗମାନଙ୍କୁ ପ୍ରଦାନ କରିବ ଆବଶ୍ୟକ ମୁତାବକ ତାଲିମ

February 1, 2026

କିଭଳି ରହିଛି ସଂଖ୍ୟାଲଘୁଙ୍କ ପାଇଁ ବଜେଟ୍?: ପ୍ରତିକ୍ରିୟା ଦେଲେ ଅଲ ଇଣ୍ଡିଆ ମୁସଲିମ ଜମାତର ସଭାପତି

February 1, 2026

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026
Latest News

‘ଦିବ୍ୟାଙ୍ଗ କୌଶଳ ଯୋଜନା’: ଦିବ୍ୟାଙ୍ଗମାନଙ୍କୁ ପ୍ରଦାନ କରିବ ଆବଶ୍ୟକ ମୁତାବକ ତାଲିମ

February 1, 2026

କିଭଳି ରହିଛି ସଂଖ୍ୟାଲଘୁଙ୍କ ପାଇଁ ବଜେଟ୍?: ପ୍ରତିକ୍ରିୟା ଦେଲେ ଅଲ ଇଣ୍ଡିଆ ମୁସଲିମ ଜମାତର ସଭାପତି

February 1, 2026

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.